ଘରୁ କେଉଁଆଡ଼େ ଗଲେଯେ ଆଉ ଫେରିଲେନି, ବିଲରୁ ମିଳିଲା ମୁଣ୍ଡବିହୀନ ମୃତଦେହ

ଆରଡ଼ି,୧୭।୭ (ଡି.ଏନ୍‌.ଏ. ): ଭଦ୍ରକ ଜିଲା ଅସୁରାଳି ନିକଟସ୍ଥ କାକୁଡ଼ିଗଡିଆ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ଗଳିତ ମୃତଦେହ ଜବତ ହୋଇଛି। ଉକ୍ତ ମୃତଦେହ ଧୂଷୁରୀ ଥାନା ଅଧୀନ ଉଚ୍ଚପଦା ଗ୍ରାମର ଜିତେନ୍ଦ୍ର କୁମାର ସେନ (୩୩)ଙ୍କର। ତାଙ୍କ ପରିବାର ଲୋକେ ମୃତଦେହ ଚିହ୍ନଟ କରିଛନ୍ତି । ମୃତଦେହର ମୁଣ୍ଡ, ହାତ ଅଲଗା ଅଲଗା ସ୍ଥାନରେ ପଡିଥିବା ଦେଖିବାକୁ ମିଳିଛି । ଖବର ପାଇ ଧୂଷୁରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଜିତେନ୍ଦ୍ର ଗତ ୬ ତାରିଖଠାରୁ ଘରୁ କେଉଁଆଡେ ଚାଲିଯାଇ ଆଉଫେରି ନଥିବା ତାଙ୍କ ପରିବାର ଲୋକ କହିଛନ୍ତି। ଏବେ ମୃତଦେହ ଦେଖି ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା, ଶିଶୁଙ୍କଠାରେ ବଢୁଛି ରକ୍ତହୀନତା

କେନ୍ଦ୍ରାପଡ଼ା ଅଫିସ, ୨୭।୭: ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍‌ବେଗଜନକ ରିପୋର୍ଟ ପ୍ରକାଶ...

କର୍କଟରୁ ସୁସ୍ଥ ହୋଇ ପ୍ରେରଣା ଦେଉଛନ୍ତି ସ୍ବାଗତିକା

ଆଜି ଓ୍ବାର୍ଲଡ ରୋଜ୍‌ ଡେ’। ଏହି ଦିନଟିକୁ କର୍କଟ ରୋଗ ସହ ଲଢ଼େଇ କରୁଥିବା ଲୋକଙ୍କ ମଧ୍ୟରେ ଆଶା ଓ ଖୁସି ଭରିଦେବାକୁ ଉତ୍ସର୍ଗ କରାଯାଇଛି।...

ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୪।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ର ଅଗ୍ନିଭବନ ଛାତ୍ର ନିବାସରୁ ସୋମବାର ଡିପ୍ଲୋମା ୩ୟ ବର୍ଷ...

ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍‌ଡାଉନ୍‌...

ଚାଷୀଙ୍କ ଆନ୍ଦୋଳନ ଜାରି, ଜାତୀୟ ରାଜପଥ ଅବରୋଧ

ସମ୍ବଲପୁର, ୨୧।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଟୋକନକୁ ବିରୋଧ ଏବଂ ବିଭିନ୍ନ ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଛି। ଗୁରୁବାର ଚାଷୀ ସଂଗଠନ ପକ୍ଷରୁ ଘୋଷଣା...

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି...

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ନବରଙ୍ଗପୁର,୫-୨(ବି.ପ୍ର.):ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ସ୍ପେଶାଲ ଟ୍ରାକ କୋର୍ଟ ଜଜ୍‌ ମନୋରଞ୍ଜନ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ...

ରେଳ ଧାରଣାରୁ ମହିଳା, ପୁରୁଷଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ, ୧୯।୫ – ଅନୁଗୋଳ କୁମଣ୍ଡ ନିକଟ ରେଳ ଧାରଣାରୁ ଶନିବାର ପୋଲିସ ଜଣେ ମହିଳା ଓ ପୁରୁଷଙ୍କ ମୃତଦେହ ଉଦ୍ଧାର କରିଛି। ସେମାନେ...

Advertisement
Archives

Model This Week