Posted inଜାତୀୟ

ଅଜାନ ଶୁଣିଲେ ମୋର ମୁଣ୍ଡ ବିନ୍ଧିଥାଏ: ଭାଜପା ନେତାଙ୍କ ବିବାଦୀୟ ବୟାନ

ବେଙ୍ଗାଲୁରୁ,୧୩ ।୩: କର୍ନାଟକର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଈଶ୍ୱରପା ଅଜାନକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି । ସେ କହିଛନ୍ତି କ’ଣ ଆଲ୍ଲାହା ବଧିର ହୋଇଛନ୍ତି ଯେ ଆପଣ ମାଇକରେ ଚିଲାଉଛନ୍ତି । ଭାଜପା ନେତା କହିଛନ୍ତି ଅଜାନର ଶବ୍ଦରେ ମୋର ମୁଣ୍ଡ ବିନ୍ଧିଥାଏ । ଏବେ ଭାଜପା ନେତାଙ୍କ ଏହି ବିବାଦୀୟ ବୟାନକୁ ନେଇ ବହୁ ଆଲୋଚନା ସମାଲୋଚନା ହୋଇପାରେ ବୋଲି ଅନୁମାନ କରାଯାଉଛି ।
ମାଙ୍ଗଲୁରୁରେ ଭାଜପା ବିଧାୟକ ଈଶ୍ୱରପ୍ପା କହିଛନ୍ତି, ମୁଁ ଯୁଆଡେ ବି ଯାଉଛି ଏହି ଅଜାନ ମୋ ପାଇଁ ବୁଣ୍ଡବ୍ୟଥାର କାରଣ ପାଲଟି ଯାଉଛି । ଏଥିରେ ଆଉ କୌଣସି ସନ୍ଦେହ କରିବାର ନାହିଁ ଯେ ଏହା ଖୁବଶୀଘ୍ର ଶେଷ ହୋଇଯିବ କାରଣ ସୁପ୍ରିମକୋର୍ଟଙ୍କ ରାୟ ଆସିଯିବ । ଏହା ଆଜି ନୁହେଁ ତ କାଲି ଆସିଯିବ ।

ସେ ଆହୁରି ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ଧର୍ମର ସମ୍ମାନ କରିବାକୁ କହିଛନ୍ତି, ହେଲେ ମୋର ପ୍ରଶ୍ନ ହେଉଛି ଆଲ୍ଲାହା କ’ଣ ସେତିକିବେଳେ ଶୁଣିପାରନ୍ତି ଯେତେବେଳେ ଆପଣ ମାଇକରେ ଚିଲାଇଥାଆନ୍ତି ।
ହିନ୍ଦୁମାନେ ମଧ୍ୟ ମନ୍ଦିରରେ ଭଜନ ଓ ପ୍ରାର୍ଥନା କରିଥାଆନ୍ତି । ଆମେ ଏହାଠାରୁ ଅଧିକ ଧାର୍ମିକ ଓ ଏହା ଭାରତ ମାତା ଯିଏ ଧର୍ମର ରକ୍ଷା କରିଥାଏ । ହେଲେ ଯଦି ଆପଣ କହିବେ ଯେତେବେଳେ ଆମେ ମାଇକ ବ୍ୟବହାର କରୁ ଆଲ୍ଲାହା କେବଳ ସେତିକିବେଳେ ଶୁଣିପାରନ୍ତି, ତେବେ ମୁଁ ନିଶ୍ଚୟ ପଚାରିବି ଆଲ୍ଲାହା କ’ଣ ବଧିର ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ କାର୍ଯ୍ୟକାରିତା

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏତଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri