Posted inଜାତୀୟ

ଘୋଷଣା ହେଉ ହେଉ ଜମ୍ମୁ କଶ୍ମୀରରେ ଭାଙ୍ଗିଯିବ କି ମେଣ୍ଟ! ତେଜିଲା ବିବାଦ

ଶ୍ରୀନଗର,୨୪।୮: ଜମ୍ମୁ କଶ୍ମୀର ଗସ୍ତରେ ଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନ୍ୟାଶନାଲ ପ୍ରୋଗେସିଭ ଏବଂ କଂଗ୍ରେସ ମେଣ୍ଟ କରିବା ନେଇ ବଡ଼ ଘୋଷଣା କରିଥିଲେ। ତେବେ ଘୋଷଣା କରିବାର ୨ଦିନ ନ ଜାଉଣୁ ଏନସି ମଧ୍ୟରେ ଦଳୀୟ କନ୍ଦଳ ଦେଖା ଦେଇଛି। ବାନିହଲ ନିର୍ବାଚନମଣ୍ଡଳୀର ସିଟ୍‌ ଭାଗବଣ୍ଟାକୁ ନେଇ ବରିଷ୍ଠ ନେତାମାନେ ବିରୋଧ କରିଛନ୍ତି। ଏହି ଅଞ୍ଚଳରେ ଆସନ ଆବଣ୍ଟନ ନେଇ ଉଦବେଗ ପ୍ରକାଶ କରି ଦଳର ନେତାମାନେ କଂଗ୍ରେସ ସହ ମେଣ୍ଟ ନ କରିବାକୁ ଦାବି କରିଛନ୍ତି।

ଶନିବାର ଅନୁଷ୍ଠିତ ଏକ ଜରୁରୀ ବୈଠକରେ ଜେ.କେ.ଏନ.ସି ନେତା ସାଜଜାଦ ଶାହିନ ଏବଂ ଡ. ଶ୍ୟାମସଦା ଶାନଙ୍କ ନେତୃତ୍ୱରେ କର୍ମକର୍ତ୍ତା ତଥା ନେତାମାନେ ସର୍ବସମ୍ମତି କ୍ରମେ ପ୍ରସ୍ତାବିତ ମେଣ୍ଟକୁ ପ୍ରତ୍ୟାଖ୍ୟାନ କରି ବାନିହାଲ ଆସନ ପାଇଁ ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଦଳର ନେତାମାନେ ତୃଣମୂଳ ସ୍ତରର ଭାବନାକୁ ସମ୍ମାନ ଦେବା ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ, ଏନସି-କଂଗ୍ରେସ ମେଣ୍ଟକୁ ସମଗ୍ର ଅଞ୍ଚଳର ବିରୋଧ କରାଯାଇଛି ଯାହାକୁ ନେଇ ଅସନ୍ତୋଷ ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri