Posted inଜାତୀୟ

୭୫ ବର୍ଷ ଅବା ୮୫ ବର୍ଷ ହେଉ ଛାଡିବିନି ରାଜନୀତି: ୨୦୨୪ ନିର୍ବାଚନ ଲଢ଼ିବାକୁ ଘୋଷଣା କଲେ ଉମା…

ସାଗର,୧୨।୯ : ଭାରତୀୟ ଜନତା ପାର୍ଟି(ଭାଜପା)ର ଫାୟାର ବ୍ରାଣ୍ଡ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀ ୨୦୨୪ମସିହାରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ମତେ ୭୫ ବର୍ଷ ଅବା ୮୫ ବର୍ଷ ହେଉ ମୁଁ ରାଜନୀତି ଛାଡିବି ନାହିଁ। ସାଗର ଜିଲାର ରାହଲି ବିଧାନସଭାର ଶାହପୁରରେ ଆୟୋଜିତ ବୀରାଙ୍ଗନା ରାଣୀ ଅବନ୍ତିକାବାଈ ଲୋଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମରେ ଉମା ଭାରତୀ ଏହି କଥା କହିଛନ୍ତି।

ମଞ୍ଚରୁ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି ମୁଁ ୨୦୧୯ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିନାହିଁ କାରଣ ମତେ କାର୍ଯ୍ୟ କରିବାର ବହୁ ବର୍ଷ ବିତିଯାଇଥିଲା। ମତେ ଏକ ବିରତି ଆବଶ୍ୟକତା ଥିଲା। ଯଦି କେହି କୁହନ୍ତି ମୁଁ ରାଜନୀତି ଛାଡୁଛି ତେବେ ସେ ଭୁଲ କରୁଛନ୍ତି। ମୁଁ ସବୁବେଳେ ରାଜନୀତିରେ ରହିବି। ମୁଁ ରାଜନୀତିକୁ ବହୁତ ପସନ୍ଦ କରେ। ଯେଉଁମାନେ ଏହାକୁ ଆରାମର ମାଧ୍ୟମ ବୋଲି ଭାବନ୍ତି ସେମାନଙ୍କ ଦ୍ୱାରା ରାଜନୀତି ନଷ୍ଟ ହୋଇଯାଇଛି। ଯଦି ମୁଁ ଆଜି ରାଜନୀତିରେ ନ ଥାନ୍ତି, ଏପରି ଅନେକ ଜିନିଷ ଅଛି ଯାହା କରାଯାଇ ପାରି ନ ଥାନ୍ତା।

ମୁଁ ରାଜନୀତିକୁ ଭଗବାନଙ୍କ ନିକଟରେ ପହଞ୍ଚିବା ପାଇଁ ଏକ ମାଧ୍ୟମ ଭାବରେ ବିବେଚନା କରୁଛି, ତେଣୁ ମୁଁ କେବେ ବି ରାଜନୀତି ଛାଡିବି ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri