କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ ବାହାରିବା ସମୟରେ ଅଧିକାଂଶ ଲୋକ ପାଣି ବଟଲ ନିଜ ବ୍ୟାଗ୍‌ରେ ନେଇ ଚାଲିଥାଆନ୍ତି। କିନ୍ତୁ ଆପଣ ଏହା ଜାଣିଛନ୍ତି କି ଷ୍ଟିଲ୍‌ କି ତମ୍ବା ବଟଲ କେଉଁଥିରେ ପାଣି ପିଇବା ଭଲ । ଜାଣନ୍ତୁ ଏ ସମ୍ପର୍କରେ…

ବିଶେଷଜ୍ଞଙ୍କ ମତରେ ଆପଣ ଯେଉଁପରି ଭାବେ ବୋତଲରେ ପାଣି ପିଉଛନ୍ତି ଏହାର ପଜିଟିଭ୍‌ ଏବଂ ନେଗେଟିଭ୍‌ ପ୍ରଭାବ ପଡ଼ିଥାଏ। ଯଦି ଆପଣ ପ୍ଲାଷ୍ଟିକ୍‌ ବୋତଲରେ ପାଣି ପିଉଛନ୍ତି ଆଜି ଏହି ଅଭ୍ୟାସ ଛାଡ଼ି ଦିଅନ୍ତୁ। ପ୍ଲାଷ୍ଟିକ୍‌ ବୋତଲ ସ୍ବାସ୍ଥ୍ୟ ଲାଗି କ୍ଷତିକାରକ ହୋଇଥାଏ।
-ଆୟୁର୍ବେଦିକ ଅନୁସାରେ ତମ୍ବା ବୋତଲରେ ପ୍ରାକୃତିକ ଆଣ୍ଟିମାଇକ୍ରୋବିୟଲ ଗୁଣ ରହିଛି। ଏହା ଶରୀରରେ ଥିବା ହାନିକାରକ ବ୍ୟାକ୍ଟେରିଆକୁ ଦୂରକରିଥାଏ। ଯଦି ଆପଣ ତମ୍ବା ବୋତଲରେ ପାଣି ରଖୁଛନ୍ତି ସେହି ପାଣି ପିଇବା ଦ୍ୱାରା ଇମ୍ୟୁନିଟି ବୃଦ୍ଧି ହୋଇଥାଏ।
-ତମ୍ବା ବୋତଲରେ ପାଣି ପଇଲେ ଏହା ପାଚନ କ୍ରିୟାକୁ ଭଲ କରିଥାଏ। ଏହା ଶରୀରରେ ଥାଇରଏଡ୍‌କୁ ନିୟନ୍ତୟଣରେ ରଖିଥାଏ। ଏହା ମଧ୍ୟ ଭୋକ ବଢ଼ାଇବା ସହ ଖାଦ୍ୟ ହଜମ କରିବାରେ ସାହାଯ୍ୟ କରିଥାଏ।
-ତମ୍ବା ବୋତଲକୁ ପ୍ରତିଦିନ ସଫାକରିବା ଆବଶ୍ୟକ। ଏଥିପାଇଁ ଲେମ୍ବୁ, ଲୁଣ ସିର୍‌କା ଘୋଳର ବ୍ୟବହାର କରି ବୋତଲକୁ ସଫା କରିପାରିବେ। ବୋତଲ ସଫା କରିସାରିବା ପରେ ତାକୁ ଭଲଭାବେ ଧୋଇଦିଅନ୍ତୁ।
-ଷ୍ଟିଲ୍‌ ବୋତଲରେ ପାଣି ରଖିବା ଦ୍ୱାରା ଏଥିରୁ କୌଣସି ପ୍ରକାର ରସାୟନ ଗନ୍ଧ ଆସି ନ ଥାଏ। ଏଥିରେ ମଧ୍ୟ ପାଣି ଥଣ୍ଡା ଗରମ ରହିଥାଏ।
-ଷ୍ଟିଲ୍‌ ବୋତଲକୁ ସଫା କରିବାକୁ ହେଲେ ଆପଣ ଲିକ୍ୟୁଇଡ୍‌ ଓ୍ବାଶ୍‌ ଦ୍ୱାରା ସଫା କରିପାରିବେ। ଭିତର ପାଖ ସଫା କରିବାକୁ ହେଲେ ଗୋଟେ ବ୍ରଶ୍‌ ନେଇପାରିବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri