Posted inଫୁରସତ

ଏହି ଦେଶର ପାସପୋର୍ଟ ସବୁଠୁ ଦୁର୍ବଳ, ମାତ୍ର ୨୭ ଦେଶକୁ ମିଳିଥାଏ ପ୍ରବେଶ ଅନୁମତି

ପାସପୋର୍ଟ ସାରା ବିଶ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଭାବରେ ଆବଶ୍ୟକ ହୋଇଥାଏ। ବିଦେଶ ଯିବା ପାଇଁ ପାସପୋର୍ଟ ବ୍ୟବହୃତ ହୁଏ। ଯେତେବେଳେ କିଛି ବିଶେଷ କାର୍ଯ୍ୟ ଥାଏ କିମ୍ବା ଯଦି ଆପଣ ବୁଲିବାକୁ ଯିବାକୁ ଚାହାନ୍ତି ଏହା ଦରକାର ପଡ଼ିଥାଏ। ପାସପୋର୍ଟ ଅନ୍ୟ ଦେଶରେ ନିଜର ପରିଚୟ ଦେଇଥାଏ। ଏମିତି ଏକ ଦେଶ ଅଛି, ଯାହାର ପାସପୋର୍ଟ ଖୁବ୍‌ ଦେଶ ମଧ୍ୟକୁ ଯିବା ପାଇଁ ଅନୁମତି ଦେଇଥାଏ।

ସେମିତି ଏକ ଦେଶ ହେଉଛି ଆଫଗାନିସ୍ତାନ। ଏହାର ପାସପୋର୍ଟ ସବୁଠାରୁ ଦୁର୍ବଳ ବା କମ୍‌ ଉପଯୋଗୀ। ଏହି ଦେଶର ପାସପୋର୍ଟରେ କେବଳ ୨୭ଟି ଦେଶ ଭ୍ରମଣରେ ଯାଇହେବ।

ସେହିପରି ଦୁନିଆର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ଜାପାନର ଅଟେ। ଏହାର ପାସପୋର୍ଟରେ ୧୯୩ଟି ଦେଶରେ ପ୍ରବେଶ ଅନୁମତି ରହିଛି। ଏହା ପରେ ସିଙ୍ଗାପୁର ଏବଂ ଦକ୍ଷିଣ କୋରିଆ ହେଉଛି ସେହି ଦେଶ, ଯେଉଁମାନେ ୧୯୦ ଦେଶରେ ପ୍ରବେଶ କରିବାକୁ ଅନୁମତି ଦେଇଛନ୍ତି। ଚାଇନା ପାସପୋର୍ଟ ୮୦ଟି ଦେଶକୁ ପ୍ରବେଶ ଅନୁମତି ଦେଇଥିବା ବେଳେ ଆମ ଦେଶ ଭାରତ ୬୦ଟି ଦେଶକୁ ପ୍ରବେଶ ଅନୁମତ ପ୍ରଦାନ କରିଛି। ଅନ୍ୟପକ୍ଷରେ ୟୁରୋପୀୟ ଦେଶଗୁଡ଼ିକରେ ବ୍ରିଟେନର ପାସପୋର୍ଟ ୧୮୭ଟି ଦେଶ ଏବଂ ଆମେରିକା ୧୮୬ଟି ଦେଶକୁ ପ୍ରବେଶ ଅନୁମତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri