କ’ଣ ହେଲା ଶସ୍ତା-ମହଙ୍ଗା…

ନୂଆଦିଲ୍ଲୀ,୧।୨ : ୨୦୨୩ ବଜେଟରେ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଭିନ୍ନ କ୍ଷେତ୍ର ସମ୍ବନ୍ଧରେ ବଜେଟରେ ଅନେକ ଘୋଷଣା କରିଛନ୍ତି। କିନ୍ତୁ ସାଧାରଣ ଲୋକ କେଉଁ ଜିନିଷ ଶସ୍ତା ଏବଂ କେଉଁ ଜିନିଷ ମହଙ୍ଗା ହୋଇଛି ତାହା ମନ୍ତ୍ରୀ କହିଛନ୍ତି।

ବଜେଟରେ ଖେଳନା ଉପରେ କଷ୍ଟମ ଡ୍ୟୁଟି ୧୩ ପ୍ରତିଶତକୁ ହ୍ରାସ କରାଯାଇଛି। ଏହା ଖେଳନା ମୂଲ୍ୟକୁ ହ୍ରାସ କରିବ।
ଇଲେକ୍ଟ୍ରୋନିକ ଯାନରେ ବ୍ୟବହୃତ ବ୍ୟାଟେରୀ ଉପରେ କଷ୍ଟମ ଡ୍ୟୁଟି ଛାଡ କରାଯାଇଛି । ଏହି ଇଲେକ୍ଟ୍ରୋନିକ ଯାନଗୁଡ଼ିକ ଶସ୍ତା ହେବ ।
ମୋବାଇଲ ଫୋନରେ ବ୍ୟବହୃତ ଲିଥିୟମ ବ୍ୟାଟେରୀ ଉପରେ କଷ୍ଟମ୍ସ ଡ୍ୟୁଟି ମଧ୍ୟ ହ୍ରାସ କରାଯାଇଛି।
ଫଳରେ ମୋବାଇଲ ଦାମ କମିବାର ଆଶା ରହିଛି। ଟେଲିଭିଜନ ପ୍ୟାନେଲଗୁଡିକରେ ଆମଦାନୀ ଶୁଳ୍କ ୨.୫ ପ୍ରତିଶତକୁ ହ୍ରାସ କରାଯାଇଛି। ଫଳରେ ଟେଲିଭିଜନ ଶସ୍ତା ହେବ।
ମହଙ୍ଗା ହୋଇଥିବା ସାମଗ୍ରୀ ମଧ୍ୟରେ ସିଗାରେଟ ଉପରେ ଆତସ୍ମିକତା ଶୁଳ୍କ ୧୬ ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ୱାରା ସିଗାରେଟ ମହଙ୍ଗା ହେବ । ସେହିପରି
ସୁନା, ରୂପା ଏବଂ ପ୍ଳାଟିନମରେ ନିର୍ମିତ ଆମଦାନୀ ହୋଇଥିବା ଅଳଙ୍କାର ମହଙ୍ଗା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri