କିଏ ଅସଲି-ନକଲି କିଏ, ଜାଣିବେ କିପରି…

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ରେମ୍‌ଡେସିଭିର୍‌ ଇଞ୍ଜେକଶନ୍‌ର ନକଲି କାରବାର ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ତେବେ କେଉଁ ରେମ୍‌ଡେସିଭିର୍‌ ଇଞ୍ଜେକଶନ୍‌ ଅସଲି ଏବଂ କିଏ ନକଲି ତାହା ଜାଣିବା ପାଇଁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ଏକ ସୂଚନା ଜାରି ହୋଇଛି। ନକଲି ଇଞ୍ଜେକଶନ୍‌ରେ ରେମ୍‌ଡେସିଭିର୍‌ର ସ୍ପେଲିଙ୍ଗ୍‌ରେ ଭୁଲ୍‌ ରହିଥାଏ। ସେହିପରି ଅସଲି ରେମ୍‌ଡେସିଭିର୍‌ ଇଞ୍ଜେକ୍‌ଶନ୍‌ରେ ଫର୍‌ ୟୁଜ୍‌ ଇନ୍‌ ଇଣ୍ଡିଆ ଲେଖା ହୋଇଥିବାବେଳେ ନକଲିରେ ୟୁଜ୍‌ ସ୍ଥାନରେ ଡି ଲେଟର ଯୋଡ଼ା ଯାଇ ୟୁଜଡ୍‌ ଲେଖାହୋଇଥାଏ। ସେହିପରି ଅସଲିରେ ପ୍ୟାକେଜିଂରେ ଆର୍‌ଏକ୍ସ୍‌ ଲେଖା ଯିବା ସହିତ ଇଞ୍ଜେକଶନ୍‌ ଉପରେ ମଧ୍ୟ ଆର୍‌ଏକ୍ସ୍‌ ଲେଖାଥାଏ। ମାତ୍ର ନକଲିରେ ଏସବୁ ନ ଥାଏ। ସେହିପରି ମାନ୍ୟୁଫାକଚରିଂ ଠିକଣା ନକଲି ଇଞ୍ଜେକ୍‌ଶନ୍‌ରେ ଭୁଲ୍‌ ରହିଥାଏ ବୋଲି ଦିଲ୍ଲୀ କ୍ରାଇମ୍‌ ବ୍ରାଞ୍ଚ୍‌ର ଡିସିପି ମୋନିକା ଭରଦ୍ୱାଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩ ।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି । ଡେରାଡୁନରେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ଦଳ ବୈଠକ ପରେ...

ପ୍ରଚାର ସାରି ଫେରୁଥିବାବେଳେ ପ୍ରାର୍ଥୀଙ୍କୁ ଗୁଳିମାଡ

ପାଟନା,୬।୧୧: ବିହାର ବିଧାନସଭା ନିବାର୍ଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ନଭେମ୍ବର ୭ରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହାୟାଘାଟ ନିର୍ବାଚନ ମଣ୍ଡଳୀର...

ପୋଲିସ-ବିକ୍ଷୋଭକାରୀ ଧସ୍ତାଧସ୍ତି

ନୂଆଦିଲ୍ଲୀ, ୧୧ା୨: ଦିଲ୍ଲୀରେ ପୁଣି ତେଜିଲା ସିଏଏ ବିରୋଧୀ ବିକ୍ଷୋଭ। ଜାମିଆନଗର ଓ ଜାମିଆ ମିଲିଆ ଇସ୍‌ଲାମିଆର ଛାତ୍ରୀଛାତ୍ରମାନେ ମିଶି ଜାମିଆର ୭ ନଂ. ଗେଟ୍‌ରୁ...

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୧୨: ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଜି ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ...

ଘରେ ବସି ମିଳିବ ଜରୁରୀ ସାମଗ୍ରୀ: ପ୍ରଶାସନ ଜାରି କଲା ହେଲ୍ପଲାଇନ୍‌ ନମ୍ବର

ନଏଡା,୩୧।୩: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ଭିତରେ କରୋନା ସଙ୍କଟକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌...

ଗଜରଙ୍ଗବାଲିଙ୍କୁ ନିଗମ ପ୍ରଶାସନ ପକ୍ଷରୁ ଜଳକର ନୋଟିସ ଜାରି, ପୈଠ ପାଇଁ ୧୫ ଦିନ ସମୟ…

ରାୟପୁର,୨୨।୧୦ : ଛତିଶଗଡକୁ ମାତା କୌଶଲ୍ୟାଙ୍କ ସହର କୁହାଯାଏ। ଏହା ମଧ୍ୟ ଭଗବାନ ଶ୍ରୀ ରାମଙ୍କ ଆଈଙ୍କ ଘର। ଶ୍ରୀ ରାମଙ୍କ ଆଈଙ୍କ ଘରେ ରାମଙ୍କ...

‘କଙ୍ଗନାଙ୍କୁ ଭେଟିବାକୁ ଗଭର୍ନରଙ୍କ ପାଖରେ ସମୟ ଅଛି, କୃଷକଙ୍କ ପାଇଁ ନାହିଁ’

ମୁମ୍ବାଇ,୨୫।୧: ଆମେ ଗଭର୍ନରଙ୍କ ନିକଟକୁ ଯାଉଛେ। କିନ୍ତୁ ମହାରାଷ୍ଟ୍ର ଏଭଳି ଗଭର୍ନର ପୂର୍ବରୁ କେବେ ଦେଖିନାହାନ୍ତି। କଙ୍ଗନା ରାଣାଓ୍ବତ୍‌ଙ୍କୁ ଭେଟିବା ପାଇଁ ତାଙ୍କ ପାଖରେ ସମୟ...

ର଼୍ୟାମ୍ପ୍‌ରେ ଚାଲିବେ କୁକୁର: ୪୦ ଦେଶୀ-ବିଦେଶୀ ପ୍ରଜାତି ହେବେ ସାମିଲ୍‌

ଜୟପୁର,୧୯।୧: ମଣିଷ ର଼୍ୟାମ୍ପ୍‌ରେ ଚାଲିବା ଜଣା ଅଛି ତେବେ କୁକୁର ଏପରି କରିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ରାଜସ୍ଥାନ ଜୟପୁରରେ ଏଭଳି ଏକ...

Advertisement
Archives

Model This Week