Posted inଜାତୀୟ

କେନ୍ଦ୍ର ବଜେଟ: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା…

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଅର୍ଥମନ୍ତ୍ରୀ ପ୍ରତିରକ୍ଷା ବିଭାଗକୁ ୪,୫୪,୭୭୩ କୋଟି, ଗ୍ରାମ୍ୟ ଉନ୍ନୟନକୁ ୨,୬୫,୮୦୮ କୋଟି, କୃଷି କ୍ଷେତ୍ରକୁ ୧,୫୧,୮୫୧ କୋଟି, ଗୃହ ବିଭାଗକୁ ୧,୫୦,୯୮୩ କୋଟି, ଶିକ୍ଷା କ୍ଷେତ୍ରକୁ ୧,୨୫,୬୩୮ କୋଟି, ଆଇଟି ଓ ଟେଲିକମକୁ ୧,୧୬,୩୪୨ କୋଟି, ସ୍ବାସ୍ଥ୍ୟ କେନ୍ଦ୍ରକୁ ୮୯,୨୮୭ କୋଟି, ଏବଂ ଶକ୍ତି କ୍ଷେତ୍ରକୁ ୬୮,୭୬୯ କୋଟି ମିଳିଛି।

ଆଜି ଦେଶର ଅର୍ଥମନ୍ତ୍ରୀ ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ଫେବୃଆରୀ ୧ରେ ୪୭,୬୫,୭୬୮ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଥିଲେ। ସାଧାରଣ ର୍ନିବାଚନ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି। ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri