କେଉଁ ଦିଗରେ ଲଗାଇବେ ଘଣ୍ଟା

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା ଲଗାଇବା ପାଇଁ ସଠିକ୍‌ ଦିଗର ଚୟନ କରିବା ବି ଜରୁରୀ ହୋଇଥାଏ; ନଚେତ୍‌ ଏହାର କୁପ୍ରଭାବ ଆମ ଘର ଓ ଜୀବନ ଉପରେ ପଡିଥାଏ। ଯେମିତିକି:

*ଘଣ୍ଟାକୁ ସର୍ବଦା ଘରର ପୂର୍ବ, ପଶ୍ଚିମ ଅଥବା ଉତ୍ତର ଦିଗର କାନ୍ଥରେ ଲଗାଇବା ଦରକାର। ଯେହେତୁ ଦକ୍ଷିଣ ଦିଗ ହେଉଛି ଯମରାଜଙ୍କର ଦିଗ ତେଣୁ ସେହି ଦିଗରେ ଘଣ୍ଟା ନ ଲଗାଇବା ଉଚିତ୍‌। କାରଣ ଏହାଦ୍ୱାରା ଘରର ସଦସ୍ୟଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡିଥାଏ। ଆୟୁ ଓ ସ୍ବାସ୍ଥ୍ୟହାନୀର ଏହା କାରଣ ବି ସାଜିପାରେ।

*କେବେ ବି ଘରର ମୁଖ୍ୟଦ୍ୱାର ବା ମୁଖ୍ୟଦ୍ୱାରର କବାଟ ଉପରେ ଘଣ୍ଟା ଲଗାନ୍ତୁ ନାହିଁ। ଏମିତି କଲେ ଘରେ ସର୍ବଦା ଝଗଡ଼ା ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

*ଘଣ୍ଟାକୁ ସବୁବେଳେ ସଫା ରଖନ୍ତୁ। ଏହା ଉପରେ ଧୂଳି ଜମିବାକୁ ଦିଅନ୍ତୁ ନାହିଁ। ଭାଙ୍ଗି ଯାଇଥିବା କିମ୍ବା ଅଚଳ ଘଣ୍ଟାକୁ ଆଦୌ ଘରେ ରଖନ୍ତୁ ନାହିଁ। ଏହାଦ୍ୱାରା ଘରେ ଅଶୁଭ ହୋଇଥାଏ।

*ଅନ୍ୟପକ୍ଷେ ଘଣ୍ଟାକୁ କେବେ ବି ବିଳମ୍ବରେ ଚାଲିବାକୁ ଦେବେ ନାହିଁ। ଦରକାର ପଡିଲେ ଏହାର ସମୟକୁ ଦୁଇ ତିନି ମିନିଟ୍‌ ଆଗୁଆ ପଛେ କରିଦେବେ ହେଲେ ଆଦୌ ବିଳମ୍ବ ହେବାକୁ ଦେବେନି। ଏହାଦ୍ୱାରା ପରିବାର ଲୋକଙ୍କ ଉପରେ ସମୟାନୁବର୍ତ୍ତିତାର ପ୍ରଭାବ ପଡିଥାଏ।

*କୁହାଯାଏ ଘରର ହଲ୍‌ରେ ପେଣ୍ଡୁଲମ୍‌ ଘଣ୍ଟା ଲଗାଇବା ବି ଅତ୍ୟନ୍ତ ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?