Posted inଜାତୀୟ

ଯେ କୌଣସି ସରକାର ଆସନ୍ତୁ, ଭାରତ ତୃତୀୟ ଅର୍ଥବ୍ୟବସ୍ଥା ହେବା ନିଶ୍ଚିତ: ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ…

ନୂଆଦିଲ୍ଲୀ,୨୭।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତି ନେଇ କଂଗ୍ରେସର ମହାସଚିବ ଜୟରାମ ରମେଶ ଏକ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଦେଶ ତୃତୀୟ ବୃହତ୍ତମ ଅର୍ଥନୀତି ହେବା ନିଶ୍ଚିତ ହୋଇଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ଭାବରେ ଉଭା ହେବାକୁ ଯାଉଛି ଏବଂ ୨୦୨୪ ନିର୍ବାଚନ ପରେ କାହାର ବି ସରକାର ଗଠନ ହେଊ ଭାରତର ଅଗ୍ରଗତି ବନ୍ଦ ହେବ ନାହିଁ। ଏହାର ଶ୍ରେୟ ଭାଜପା ସରକାର ମିଛରେ ନେବାକୁ ଚାହୁଁଛନ୍ତି।

ସୂଚନାଯୋଗ୍ୟ, ଗତ ବର୍ଷ ସେପ୍ଟେମ୍ବରରେ ଭାରତ ବ୍ରିଟେନକୁ ଅତିକ୍ରମ କରି ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥବ୍ୟବସ୍ଥାରେ ପରିଣତ ହୋଇଥିଲା। ସେହି କ୍ରମରେ ଆମେରିକା, ଚାଇନା, ଜାପାନ ଏବଂ ଜର୍ମାନୀ ଶୀର୍ଷ ଚାରିଟି ସ୍ଥାନ ଅଧିକାର କରିଛନ୍ତି ।

ଜୟରାମ ରମେଶ କହିଛନ୍ତି ଗାଣିତିକ ଅତ୍ୟାବଶ୍ୟକତା ଉପରେ ବ୍ୟକ୍ତିଗତ ଗ୍ୟାରେଣ୍ଟି ଦେବା ହେଉଛି ମୋଦିଙ୍କର ବିଶେଷତା। ଏହି ଦଶନ୍ଧିରେ ତୃତୀୟ ବୃହତ୍ତମ ଅର୍ଥନୀତି ଭାବରେ ଭାରତର ଆର୍ବିଭାବ ବହୁ ଦିନରୁ ପୂର୍ବାନୁମାନ କରାଯାଇଛି ଏବଂ ଏହା ନିଶ୍ଚିତ ହୋଇଛି ଯିଏ ମଧ୍ୟ ପରବର୍ତ୍ତୀ ସରକାର ଗଠନ କଲେ ତାହା ହେବ ହିଁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?