ଗାଧୋଇବାବେଳେ ପଥରରେ ପଡି ଚାଲିଗଲା ଜୀବନ

କୋରୁକୋଣ୍ଡା,୨୩।୪(ଡି. ଏନ. ଏ): ନଦୀକୁ ଗାଧେଇବାକୁ ଯାଇଥିବା ସମୟରେ କୌଣସି କାରଣ ବଶତଃ ପଥରରୁ ଗୋଡ଼ ଖସିଯିବା ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ମାଲକାନାଗିରି ଜିଲା କୋରୁକୋଣ୍ଡା ବ୍ଳକ ସଦରରେ ଘଟିଛି। ସେ ହେଉଛନ୍ତି ଗୌର ଦୋରାଙ୍କ ମଝିଆ ପୁଅ ଜଗନ୍ନାଥ ଦୋରା(୩୦)। ପରିବାର ବର୍ଗଙ୍କ କହିବା ଅନୁଯାୟୀ, ରବିବାର ସକାଳ ପ୍ରାୟ ୯ଟା ସମୟରେ ଜଗନ୍ନାଥ ଗାଧେଇବାକୁ ଯାଉଛି କହି ଘରୁ ବାହାରିଥିଲେ। ଯିବାର କିଛି ସମୟପରେ କିଛି ଲୋକ ଆସି ଘରେ ଖବର ଦେଇଥିଲେ କି ଜଗନ୍ନାଥ ଗାଧେଇ ଯିବା ସମୟରେ ପଥର ଉପରୁ ପଡ଼ିଯାଇଛନ୍ତି। ସେଠାରୁ ତାଙ୍କୁ ସ୍ଥାନୀୟ ଲୋକେ କୋରୁକୋଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଯାଇଛନ୍ତି। ଖବର ପାଇବା କ୍ଷଣି ପରିବାର ଲୋକେ ତୁରନ୍ତ ଡାକ୍ତରଖାନାକୁ ଯାଇଥିଲେ କିନ୍ତୁ ପରିବାର ଲୋକ ହଞ୍ଚିବା ବେଳକୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ଲୋକେ ମାଲକାନଗିରି ସଦର ଆଦର୍ଶ ଥାନାରେ ଲିଖିତ ଭାବେ ଜଣାଇଥିଲେ। ଥାନାଧିକାରୀ ଖବରପାଇବା ପରେ ଏକ ଅପମୃତୁ ମାମଲା ରୁଜୁକରି ମୃତଦେହକୁ ଜିଲା ସଦରମହକୁମାକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ନେଇ ଜୋର୍‌ ଧରିଲା ଦାବି

ଅମରପାଲି,୧୧ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନକୁ ନେଇ ବିଭିନ୍ନ ଗ୍ରାମ ମଧ୍ୟରେ ଦାବି ଜୋର ଧରିଛି। ନିଜ…

ହାର୍ଦ୍ଦିକଙ୍କ ବିଦାୟ ପରେ ମୁମ୍ବାଇର ନୂଆ କ୍ୟାପ୍ଟେନ କିଏ? ଦୌଡ଼ରେ ୪ ବଡ଼ ନାଁ , ଜାଣନ୍ତୁ କିଏ ଅଛନ୍ତି ସବୁଠୁ ଆଗରେ…

ନୂଆଦିଲ୍ଲୀ, ୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସର ସାଥ ଛାଡ଼ିଛନ୍ତି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ଆଗାମୀ ଆଇପିଏଲ (ଆଇପିଏଲ ୨୦୨୭)ରେ ସେ ପଞ୍ଜାବ କିଙ୍ଗ୍ସ ପାଇଁ ଖେଳୁଥିବା ନଜର ଆସିବେ।…

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ପଞ୍ଜାବ କିଙ୍ଗ୍ସ ଗଲେ ହାର୍ଦ୍ଦିକ ପାଣ୍ଡ୍ୟା: ଏତିକି କୋଟି ଟଙ୍କାରେ କିଣିଲା ପଞ୍ଜାବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହଙ୍କ ଟ୍ରେଡ ଡିଲ କ୍ରିକେଟ ଜଗତରେ ନୂଆ ଚର୍ଚ୍ଚା ସୃଷ୍ଟି…

ଚୁଲି ମୁହଁ ପଶ୍ଚିମକୁ କାହିଁକି? ଜାଣନ୍ତୁ ଏହା ପଛର କାରଣ…

ଆଗକାଳରେ ସମସ୍ତଙ୍କ ଘରେ ପ୍ରାୟ ଚୁଲିରେ ରୋଷେଇ ହେଉଥିଲା। ଏବେ ଯୁଗ ବଦଳିଛି ଲୋକେ ଗ୍ୟାସ୍‌ରେ ରୋଷେଇ କରୁଛନ୍ତି। ମାତ୍ର ଆଜି ବି କିଛି ଅଞ୍ଚଳରେ ଲୋକଙ୍କ…

ଶ୍ରେୟସଙ୍କ ହାତରୁ ଖସିବ ପଞ୍ଜାବ ଅଧିନାୟକ ପଦ? ହାର୍ଦ୍ଦିକ ହେବେ ନୂଆ କ୍ୟାପ୍‌ଟେନ୍‌! ଜାଣନ୍ତୁ କ’ଣ ହେଲା ଫାଇନାଲ

ନୂଆଦିଲ୍ଲୀ, ୧୧।୧୧: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପଞ୍ଜାବ କିଙ୍ଗ୍ସରେ ଏଣ୍ଟ୍ରି ହୋଇସାରିଛି। ଅର୍ଶଦୀପ ସିଂହଙ୍କ ସହ ଟ୍ରେଡ ପରେ ହାର୍ଦ୍ଦିକ ମୁମ୍ବାଇ ଇଣ୍ଡିଆନ୍ସର ସାଥ୍‌ ଛାଡ଼ି ପଞ୍ଜାବର ହାତ…

ଡ୍ରାଇଭର ବ୍ରେକ୍‌ ମାରିବା ସମୟରେ ଚଳନ୍ତା କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ଚାହୁଁଚାହୁଁ…

ପରଜଙ୍ଗ,୧୧ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲୋ ଟୋଲ୍‌ଗେଟ୍‌ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍‌ରେ ଭୟାବହ ଅଗ୍ନିକାଣ୍ଡ…

ସାଇକେଲ ଆରୋହୀଙ୍କ ଉପରେ ଟ୍ରାକ୍ଟର ମାଡ଼ି ଯାଇ ବିଲ ଭିତରକୁ ଓଲଟିଲା, ଚାଲିଗଲା ଜଣଙ୍କ ଜୀବନ, ଆଉ ଜଣେ …

ପାଟଣା,୧୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ-ସୋରାସକେଳା ରାସ୍ତାର ମୂଷାଖୋରୀ ପାଣି ଟାଙ୍କି ନିକଟରେ ବୁଧବାର ପୂର୍ବାହ୍ନରେ ଟ୍ରାକ୍ଟର ୨ଜଣ ସାଇକେଲ ଆରୋହୀଙ୍କ ଉପରେ…

ଆସନ୍ତାକାଲି ଠାରୁ ମହଙ୍ଗା ହେବ କ୍ଷୀର: ଲିଟର ପ୍ରତି ୪ ଟଙ୍କା ପର୍ଯ୍ୟନ୍ତ ବଢ଼ିଲା ଦାମ, ଜାଣନ୍ତୁ କେଉଁ କ୍ଷୀରର କେତେ ରହିଛି ନୂଆ ରେଟ୍‌!

ନୂଆଦିଲ୍ଲୀ,୧୧।୧୧: ମହଙ୍ଗା ମାଡ଼ ସମୟରେ ସାଧାରଣ ଜନତାଙ୍କୁ ଆଉ ଏକ ଝଟକା ଲାଗିବାକୁ ଯାଉଛି। ଗୁରୁବାର, ନଭେମ୍ୱର ୧୨ ତାରିଖରୁ କ୍ଷୀର ଦରରେ ଲିଟର ପ୍ରତି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?