ଭଦ୍ରକ ଅଫିସ,୧୦।୪-ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ସହରରେ ମାସ୍କ ଚେକିଂ ଜୋରଦାର କରିଛି ପୋଲିସ। ଶୁକ୍ରବାର ମାସ୍କ ଚେକିଂ ବେଳେ ଟାଉନ ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗରେ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି।
ସୂଚନା ଅନୁଯାୟୀ, କରୋନା ପାଇଁ ଭଦ୍ରକ ଟାଉନ ପୋଲିସ ପକ୍ଷରୁ ସାରା ସହରରେ କଡ଼ାକଡ଼ି ଚେକିଂ କରାଯାଉଛି। ଯେଉଁମାନେ କୋଭିଡ୍ ନିୟମ ଉଲ୍ଲଂଘନ କରୁଛନ୍ତି, ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଛି ପୋଲିସ। ଶୁକ୍ରବାର ଭଦ୍ରକ ଅପର୍ତ୍ତିବିନ୍ଧା ଛକ ନିକଟରେ ପୋଲିସ ଚେକିଂ କରୁଥିଲା। ଏହି ସମୟରେ ସନ୍ଥିଆ ହବିବନଗରର ସମ୍ପୃକ୍ତ ଯୁବକ ବଜାରରୁ କିଛି ସାମଗ୍ରୀ କିଣି ଘରକୁ ଫେରୁଥିଲେ। ମୁହଁରେ ମାସ୍କ ନ ଥିବାରୁ ପୋଲିସ ତାଙ୍କୁ ଅଟକାଇବାରୁ ସେ ଦୁର୍ବ୍ୟବହାର କରିଥିଲେ। ଏପରିକି ପୋଲିସ ଓ ଯୁବକଙ୍କ ମଧ୍ୟରେ କିଛି ସମୟ ଧରି ଠେଲାପେଲା ହୋଇଥିଲା। ପରେ ପୋଲିସ ତାଙ୍କୁ ଥାନାକୁ ନେଇ ଅଟକ ରଖି ତଦନ୍ତ ଚଳାଇଛି।
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି
ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…
Archives

