Posted inଜାତୀୟ

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ ମରୁଛି ଏବଂ ସେଠାରେ ପାକିସ୍ତାନ କାନ୍ଦୁଛି, କଂଗ୍ରେସ ଏବଂ ପାକିସ୍ତାନ ମଧ୍ୟରେ ସହଭାଗିତା ବା ପାର୍ଟନରଶିପ ପ୍ରକାଶ ପାଇଛି। ଦେଶରେ ୬୦ ବର୍ଷ ଧରି କଂଗ୍ରେସ ଶାସନ ଚାଲିଥିଲା। ବର୍ତ୍ତମାନ ଦେଶରେ ଭାଜପାର ୧୦ବର୍ଷ ସେବା ଅବଧି ମଧ୍ୟ ଦେଖିବାକୁ ମିଳିଛି। ତାହା ଥିଲା ରାଜତ୍ୱ, ଏହା ହେଉଛି ସେବା ଅବଧି।

ପ୍ରଧାନମନ୍ତ୍ରୀ ମୋଦି ଆହୁରି କହିଛନ୍ତି ଯେ ‘କଂଗ୍ରେସର ୬୦ ବର୍ଷ ଶାସନରେ ଗ୍ରାମାଞ୍ଚଳର ପ୍ରାୟ ୬୦ ପ୍ରତିଶତ ଲୋକଙ୍କର ଶୌଚାଳୟ ନଥିଲା। ୧୦ବର୍ଷ ମଧ୍ୟରେ ଭାଜପା ସରକାର ଶତପ୍ରତିଶତ ଶୌଚାଳୟ ନିର୍ମାଣ କରିଥିଲେ। ୬୦ ବର୍ଷରେ, କଂଗ୍ରେସ ଦେଶର ୩ କୋଟି ଗ୍ରାମୀଣ ଘରକୁ, ଅର୍ଥାତ୍‌ ୨୦ ପ୍ରତିଶତରୁ କମ ଘରକୁ ଟ୍ୟାପ ୱାଟର ସୁବିଧା ଯୋଗାଇବାରେ ସକ୍ଷମ ହୋଇଥିଲା। କେବଳ ୧୦ ବର୍ଷ ମଧ୍ୟରେ, ଟ୍ୟାପ ଜଳ ଯୋଗାଣ ସହିତ ଘର ସଂଖ୍ୟା ୧୪ କୋଟିରେ ପହଞ୍ଚିଛି, ଅର୍ଥାତ୍‌ ୭୫ ପ୍ରତିଶତ ଘରେ ଟ୍ୟାପ ଜଳ ଯୋଗାଣ ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?