Posted inଖେଳ

ମ୍ୟାଚ୍‌ ଖେଳୁଥିବା ସମୟରେ ହଠାତ୍‌ ଆସଲା ହାର୍ଟ ଆଟାକ୍‌, ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ

ବେଙ୍ଗାଲୁରୁ,୨୩।୨: ମ୍ୟାଚ ସମୟରେ ଘଟିଛି ହୃଦୟ ବିଦାରକ ଘଟଣା। ଖେଳିବାବେଳେ ହାର୍ଟଆଟାକ୍‌ରେ ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ । କର୍ନାଟକ କ୍ରିକେଟର ହୋୟଶାଳା ଓ୍ବାଇସିଙ୍କ ହାର୍ଟ ଆଟାକରେ ମୃତ୍ୟୁ ଘଟିଛି। ଏହି ୩୫ ବର୍ଷୀୟ ଯୁବ କ୍ରିକେଟର ଖେଳ ପଡ଼ିଆରେ ଖେଳିବା ସମୟରେ ହିଁ ହାର୍ଟ
ଆଟାକର ଶିକାର ହୋଇଥିଲେ। ସଙ୍ଗେ ସଙ୍ଗେ ତାଙ୍କ ହସ୍ପିଟାଲ ନିଆଯାଇଥିଲା ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସୂଚନା ଅନୁଯାୟୀ, କର୍ନାଟକ ଏବଂ ତାମିଲନାଡୁ ଏଜିସ ସାଉଥ ଜୋନ ଟୁର୍ନାମେଣ୍ଟ ସମୟରେ ଏହି ଘଟଣା ଘଟିଥିଲା । ମ୍ୟାଚ ପରେ ସେ ଟିମ ସଦସ୍ୟଙ୍କ ସହ ଲଞ୍ଚ କରିବାକୁ ଯାଉଥିଲେ । କିନ୍ତୁ ହଠାତ୍‌ ପଡ଼ିଆରେ ଟଳି ପଡ଼ିଥିଲେ । ସଙ୍ଗେ ସଙ୍ଗେ ସେଠାରେ ଥିବା ମେଡିକାଲ ଟିମ ତାଙ୍କୁ
ସିପିଆର ମାଧ୍ୟମରେ ହସ୍ପିଟାଲ ଆଣିଥିଲେ । କିନ୍ତୁ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣ୍ୟମ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଅନୁଯାୟୀ , ଲେଫ୍ଟନାଣ୍ଟ ଜେନେରାଲ ରାଜା ସୁବ୍ରମଣ୍ୟମ (ଅବସରପ୍ରାପ୍ତ) ଅନିଲ ଚୌହାନଙ୍କ ସ୍ଥାନ ନେବେ, ଯାହାଙ୍କ କାର୍ଯ୍ୟକାଳ ମେ ୩୦ରେ ଶେଷ ହେଉଛି।…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri