ପାୱାରଟିଲରରେ କରୁଥିଲେ ହଳ ଗୋଡରେ ପଶିଲା ଲୁହା: ଜଣଙ୍କ ପରେ ଜଣେ ମାରଲେ ଫେଲ୍‌ , ପରେ…

ପାଟଣା,୨୦।୯(ବୀର  କିଶୋର ଦାଶ ): ଗୋଡ଼ରେ ପଶିଲା ପାଓ୍ବାରଟିଲର ଲୁହା। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସରାସୋକାଲା ପଞ୍ଚାୟତର ଜିଆଣି ସାହିରେ। ଶନିବାର ଅପରାହ୍ନରେରେ ବଗିଚାରେ ପାୱାରଟିଲରରେ ହଳ କରୁଥିବା ସମୟରେ ଜଣେ ଯୁବକଙ୍କ ଡାହାଣ ଗୋଡ ପୁଟିଆରେ ଲୁହା ପଶିଯିବାରୁ ସେ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣକ ଉକ୍ତ ଗ୍ରାମର ରୁଷି ନାଥ ମହାନ୍ତଙ୍କ ପୁଅ ସଞ୍ଜୟ ମହାନ୍ତ (୩୦)ସେ ଘର ପଛପଟ ବଗିଚାରେ ଚାଷ ପାଇଁ ହଳ କରୁଥିବା ସମୟରେ ଅସାବଧାନତା ଯୋଗୁ ଗୋଡ଼ରେ  ପଶି ଯାଇଥିଲା।
ସ୍ଥାନୀୟ ଲୋକେ ଦେଖି ପ୍ରଥମେ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେବା ପରେ ଖବରପାଇ ଘଟଣାସ୍ଥଳରେ ପାଟଣା ଅଗ୍ନି ଶମବାହିନୀ ବାହିନୀ ଅସଫଳ ହେବାରୁ ପାୱାରଟ୍ରିଲର ମିସ୍ତ୍ରୀ ଦୀନବନ୍ଧୁ ମହାନ୍ତ ପହଞ୍ଚି ଇଞ୍ଜିନକୁ ଗୋଡରୁ ଅଲଗା କରିଥିଲେ ହେଁ ଲୁହ ହଳ ସମ୍ପୂର୍ଣ୍ଣ ଗୋଡ଼ରେ ପଶି ରହିଥିଲା। ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ  ପ୍ରାଥମିକ ଚିକିତ୍ସାପରେ କେନ୍ଦୁଝର ଜିଲାମୁଖ୍ୟ ଚିକିତ୍ସାଳୟପଠା ଯାଇଥିଲା। ସନ୍ଧ୍ୟାରେ ସେଠାରେ ଲୁହା ଫାଳ କାଢିବାରେ ସଫଳ ନ ହେବାରୁତାଙ୍କୁ  ଏକ ଘରୋଇ ଆମ୍ବୁଲାନ୍ସରେ ଭୁବନେଶ୍ୱରର ଏକ ଘୋରଇ ହସ୍ପିଟାଲରେ ଭର୍ତ୍ତି କରିବା ପାଇଁ ନିଆଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?