ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲିରୁ ପାଚିକାଙ୍କ ଶାଢ଼ିରେ ଲାଗିଲା ନିଆଁ

ଆନନ୍ଦପୁର,୨୭ା୧୧(ସୁଶାନ୍ତ କୁମାର ସାହୁ): ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲି ନିଆଁରୁ ଶାଢ଼ିରେ ନିଆଁ ଲାଗିଯାଇ ପାଚିକା ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହୋଇଛନ୍ତି। ପାଚିକା ହେଲେ ଗ୍ରାମର ତଅପୋଇ ପ୍ରଧାନ।

ସୂଚନାରୁ ଜଣାପଡ଼ିଛି, କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ହାତୀବନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ପ୍ରତିଦିନ ପରି ଛାତ୍ର ଛାତ୍ରଙ୍କ ପାଇଁ ପାଚିକା ଜଣଙ୍କ କାଠ ଚୁଲିରେ ରୋଷେଇ ପ୍ରସ୍ତୁତି କରୁଥିବା ବେଳେ ଅସାବଧାନତା ବଶତଃ ଚୂଲି ନିଆଁରୁ ତାଙ୍କ ପିନ୍ଧିଥିବା ଶାଢ଼ିରେ ଲାଗିଯାଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥ ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନନ୍ତର କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

ପୁଟିନଙ୍କ ଭାରତ ଗସ୍ତକୁ ଦେଖି ଚିଡି ଗଲାଣି ପାକିସ୍ତାନ, କହିଲା ଆମର ବି ଏଠିକୁ ଆସୁଛନ୍ତି ରାଜା…

ଇସଲାମାବାଦ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାକିସ୍ତାନବାସୀଙ୍କୁ ଚିନ୍ତାରେ ପକାଇବା ସହ ବିଚଳିତ କରିଛି ଯେ ପୁଟିନ କାହିଁକି କେବେ ସେମାନଙ୍କ ଦେଶକୁ...

ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍‌ରେ ଅନ୍‌ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି

ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ...

ଜଲଓ୍ବା ଦେଖାଇଲେ ନୀଳନୟନା: ମୋହିତ ପ୍ରଶଂସକ

ବଲିଉଡର ନୀଳନୟନା ଐଶ୍ୱର୍ଯ୍ୟା ରାୟ। ବଲିଉଡ୍‌ର ହଲିଉଡ ଯାଏ, ସବୁଠି ତାଙ୍କ ଜଲଓ୍ବା। ଇଏ ଏମିତି ଜଣେ ନାୟିକା, ଯିଏ ତାଙ୍କ ପର୍ସନାଲ ଏବଂ ପ୍ରଫେସନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri