ଜାଗର ଜାଳି ଫେରୁଥିବାବେଳେ ୨୦ଫୁଟ ବ୍ରିଜ ଉପରୁ ଖସିପଡିଲେ ୩ଯୁବକ, ଚାଲିଗଲା ଜୀବନ

କୋରାପୁଟ,୨୭।୨(ଅମିତାଭ ବେହେରା ): ଶିବରାତ୍ରି ଯାତ୍ରା ଦେଖି ଫେରୁଥିବା ବେଳେ ବଡ଼ ଅଘଟଣ। ଭାରସାମ୍ୟ ହରାଇ କୋଡିଏ ଫୁଟ ବ୍ରିଜ ତଳକୁ ଖସି ପଡିଲେ ବାଇକ ଆରୋହୀ। ବାଇକ୍‌ରେ ୩ଜଣ ଥିବାବେଳେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଖରା ଏବଂ ଗଙ୍ଗାଧର ଗେମେଲ। ଗୁରୁତର ଜଣକ ହେଲେ ତ୍ରିପତି ଖରା। ଗୁରୁତରଙ୍କୁ ପାଡୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର ପଟାଙ୍ଗି ଅଞ୍ଚଳର ବୋଲି ସୂଚନା ମିଳିଛି।ପାଡୁଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରିବା ସହ ଗୁରୁତର ଜଣଙ୍କୁ ସ୍ଥାନୀୟ ମେଡିକାଲକୁ ପଠାଇଥିବା ସୂଚନା ମିଳିଛି.

ସୂଚନାଥାଉ କି, କୋରାପୁଟ ଚାଟୁଆ ନିକଟସ୍ତ ଆନ୍ଧରିଘାଟ ବ୍ରିଜ ନିକଟରେ ଏପରି ମର୍ମନ୍ତୁଦ ଘଟଣା ଘଟିଛି। ସୂଚନା ମୁତାବକ ତିନି ଜଣ ଗୋଟିଏ ବାଇକରେ ଚାଟୁଆ ଗାଁକୁ ଶିବରାତ୍ରି ଦେଖିବାକୁ ଆସିଥିଲେ। ଶିବରାତ୍ରି ଦେଖି ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ତିନି ଜଣ ବ୍ରିଜ ତଳକୁ ଖସି ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?