ବଡ଼ ଓଷାରେ ମନ୍ଦିରରୁ ଫେରୁଥିଲେ ମହୁମାଛି କଲା ଆକ୍ରମଣ

ଭୁବନେଶ୍ବର,୨୫।୧୧: ବଡ଼ ଓଷାରେ ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ରାମେଶ୍ୱର ମନ୍ଦିରରୁ ପୂଜା କରି ଫେରିଲା ବେଳେ ମହୁମାଛି ଆକ୍ରମଣରେ ଗୋଟି ପରିବାରର ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନେ ହେଲେ ଜଗନ୍ନାଥପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ପିପ୍ପଳା ଗାଁର ବାବୁ ରାଉତ, ତାଙ୍କ ସ୍ତ୍ରୀ ଶର୍ମିଷ୍ଠା ରାଉତ,୫ ବର୍ଷର ପୁଅ ଜଗା ଓ ୮ବର୍ଷର ଝିଅ ପୁନମ ରାଉତ। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri