ବସ ଷ୍ଟାଣ୍ଡରେ ବୁଲଥିଲା ବେଳେ ପୋଲିସର ହେଲା ସନ୍ଦେହ, ୨ ଯୁବକ ଗିରଫ

ଭଦ୍ରକ ଅଫିସ,୬।୭: ଭଦ୍ରକ ଟାଉନ ପୋଲିସ ମଙ୍ଗଳବାର ସନ୍ଧ୍ୟାରେ ୧୧ କେଜି ଗଞ୍ଜେଇ ସହ ୨ ଜଣ ଅବିଯୁକ୍ତଙ୍କୁ ଗିରଫ କରିଛି । ପାଟ୍ରୋଲିଂ ସମୟରେ ଏପରି ଘଟିଥିବା ଜଣାପଡ଼ିଛି। ଏ ନେଇ ଟାଉନ ଥାନାରେ (୨୬୩/୨୨) ମାମଲା ରୁଜୁ ହୋଇଛି ।
ସୂଚନାଯୋଗ୍ୟ, ଭଦ୍ରକ ନୂଆ ବସ ଷ୍ଟାଣ୍ଡରେ ୨ ଜଣ ଯୁବକ ସନ୍ଦେହ ଜନକ ଅବସ୍ଥାରେ ବୁଲୁଥିବାର ଦେଖି ପୋଲିସର ସେମାନଙ୍କ ଉପରେ ସନ୍ଦେହ ହୋଇଥିଲା। ସେମାନଙ୍କ ଏୟାର ବ୍ୟାଗରୁ ଗଞ୍ଜେଇ ବାହାରିଥିଲା । ଉଭୟ ପଶ୍ଚିମବଙ୍ଗ ହାୱଡା ଜିଲା ବାଉରିଆ ଥାନା ଅଞ୍ଚଳର ବିଜୟ ମଣ୍ଡଳ ଓ ପ୍ରଦୀପ ରାୟ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri