Posted inଜାତୀୟ

ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କୁ ଚାବୁକ୍‌ ମାଡ, ଭିଡିଓ ଭାଇରାଲ…

ରାୟପୁର,୧୩।୧୧ : ଦୀପାବଳି ପରଦିନ ଗୌରା-ଗୌରୀଙ୍କୁ ପୂଜା କରିବାର ପରମ୍ପରା ରହିଛି। ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ନିଜେ ପ୍ରତ୍ୟେକ ଥର ଏହି ରୀତିନୀତିର ଏକ ଅଂଶ ହୋଇଥାନ୍ତି। ଏହି କାରଣରୁ, ରବିବାର ରାତିରେ ଦୀପାବଳି ପାଳନ କରାଯିବା ପରେ ସୋମବାର ସକାଳେ ସମାନ ରୀତିନୀତି ଅନୁଯାୟୀ ସିଏମ ଭୁପେଶ ଗୌରା-ଗୌରୀ ପୂଜା ପାଇଁ ଦୁର୍ଗ ଜିଲାର ଜାଞ୍ଜଗିରରେ ପହଞ୍ଚି ସେଠାରେ ପ୍ରାର୍ଥନା କରିଥିଲେ ଏବଂ ଲୋକଙ୍କ ସୁଖ ଓ ସମୃଦ୍ଧି କାମନା କରିଥିଲେ। ଏହି ସମୟରେ ସିଏମଙ୍କ ହାତରେ ପରମ୍ପରା ଅନୁସାରେ ଚାବୁକ୍‌ ମାଡ କରାଯାଇଥିଲା। ଛତିଶଗଡର ଲୋକମାନଙ୍କର ବିଶ୍ୱାସ ଅଛି ଏହା ଦ୍ୱାରା ଦୁର୍ଭାଗ୍ୟକୁ ଦୂର ହୋଇ ସମୃଦ୍ଧି ଆସିଥାଏ।

ତେବେ ମୁଖ୍ୟମନ୍ତ୍ରୀଙ୍କୁ ଚାବୁକ୍‌ ମାଡ ହେଉଥିବାରୁ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଚାବୁକ୍‌ ମାଡ ପଛର କାରଣ ବର୍ଣ୍ଣନା କରି ସିଏମ ବଘେଲ କହିଛନ୍ତି ଜଣେ ବ୍ୟକ୍ତି ଯେତେ ବଡ଼ ହେଲେ ମଧ୍ୟ ଗୌରା-ଗୌରୀ ସାମ୍ନାରେ ସମସ୍ତେ ସମାନ ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଶାଙ୍କୁ ବିବାହ କରିବେ ଥାଲାପତି ବିଜୟ? ନିର୍ୱାଚନ ଜିତିବା ପରେ ଜଣାପଡିଲା…

ମୁମ୍ୱାଇ: ଥାଲାପତି ବିଜୟ ଏବଂ ତ୍ରିଶା କୃଷ୍ଣନ ସେମାନଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ନିରନ୍ତର ଶିରୋନାମାରେ ଅଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଆରମ୍ଭ କରି ଗୁଜବ ପର୍ଯ୍ୟନ୍ତ,…

ପରାଜୟ ସହିପାରୁନାହାନ୍ତି TMC ସମର୍ଥକ! ବିଜୟ ଶୋଭାଯାତ୍ରା ବେଳେ ଭାଜପା କର୍ମୀଙ୍କୁ ନିର୍ମମ ହତ୍ୟା

କୋଲକାତା,୫।୫: ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପରେ ପୁଣି ଥରେ ରକ୍ତାକ୍ତ ହୋଇଛି ରାଜ୍ୟର ରାଜନୀତି। ନ୍ୟୁଟାଉନ ଅଞ୍ଚଳରେ ଜଣେ ଭାଜପା କର୍ମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା…

ରାହୁଲଙ୍କ ସହ ହାତ ମିଶାଇବେ ବିଜୟ, ସରକାର ଗଠନ ପାଇଁ ବଡ଼ ରାଜନୈତିକ ଡ୍ରାମା, ଚାଲିଛି…

ଚେନ୍ନାଇ,୫।୫: ତାମିଲନାଡୁ ବିଧାନସଭା ନିର୍ବାଚନ ଶେଷ ହେବା ପରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସୁପରଷ୍ଟାର…

Trisha Krishnan ଙ୍କ ୧୦ କୋଟି ଟଙ୍କାର ଘର, ବିଳାସପୂର୍ଣ୍ଣ ମର୍ସିଡିଜ, ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୫।୫: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ Trisha Krishnan ପୁନର୍ୱାର ଚର୍ଚ୍ଚାରେ ଆସିଛନ୍ତି, ତାଙ୍କର ଲକ୍ସୁରିଅସ ଲାଇଫ୍‌ ଷ୍ଟାଇଲ ଓ କୋଟିକୋଟି ସମ୍ପତ୍ତିକୁ ନେଇ। ଏହି…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ: ମମତା ଇସ୍ତଫା ନ ଦେବାର ଘୋଷଣା ପରେ ବେଙ୍ଗଲରେ ଚହଳ!

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନର ଫଳାଫଳ ପରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବା ପାଇଁ ଅଟଳ ରହିଛନ୍ତି। ମଙ୍ଗଳବାର ଏକ…

ମମତାଙ୍କ ଯୁଦ୍ଧଂଦେହି ଡାକରା: ଆମେ ନିର୍ବାଚନ ହାରି ନାହୁଁ, ମୁଁ ଇସ୍ତଫା ଦେବି ନାହିଁ…

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମଧ୍ୟ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କ ଆଭିମୁଖ୍ୟ କୋହଳ ହୋଇନାହିଁ। ନିର୍ବାଚନ ଫଳାଫଳ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri