Posted inଫୁରସତ

ଜାଣନ୍ତି ରାସ୍ତାରେ ଧଳା-ହଳଦିଆ ଗାର କାହିଁକି ଥାଏ

ଆପଣ ରାସ୍ତାରେ ଯିବା ସମୟରେ ନିଶ୍ଚିତ ଧଳା ଏବଂ ହଳଦିଆ ଗାର ପଡ଼ିଥିବା ଦେଖିଥିବେ। କେଉଁଠି ଏହି ଗାର ସିଧା ଟଣା ହୋଇଥାଏ ତ ଆଉ କେଉଁଠି ଛୋଟ ଛୋଟ ଟଣାଯାଇଥାଏ। ଏହି ଗାର ଦେଖି କେବେ ଆପଣଙ୍କ ମନରେ ପ୍ରଶ୍ନ ଉଠିଛି କି କାହିଁକି ଏପରି ଗାର ଟଣା ଯାଇଛ। ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…

– ଏହି ଗାର ଟଣା ଯିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ଆପଣ ଯେଉଁ ଲାଇନ୍‌ରେ ଯାଉଛନ୍ତି ସେହି ପଟରେ ଯାଆନ୍ତୁ। ଦ୍ୱିତୀୟ ଲାଇନ୍‌ରେ ଆଦୌ ଯାଆନ୍ତୁ ନାହିଁ।

– ଧଳା ରଙ୍ଗ ଗାରର ଅର୍ଥ ଆପଣ ଲାଇନ୍‌ ବଦଳାଇ ପାରିବେ। ମାତ୍ର ସାବଧାନତାର ସହ ଅଲଗା ଗାଡ଼ିକୁ ସୂଚନା ଦେଇକି ଯିବେ।

– ଯଦି ଆପଣ ସିଧା ହଳଦିଆର ରଙ୍ଗର ଗାର ଦେଖୁଛନ୍ତି ତେବେ ଏଥିରୁ ବୁଝିବେ ଯେ, ଆପଣ ଅଲଗା ଗାଡ଼ିକୁ ଓଭରଟେକ୍‌ କରିଯାଇପାରିବେ। ମାତ୍ର ଗାର ପାର କରି ନୁହେଁ। ଅଲଗା ଅଲଗା ରାଜ୍ୟରେ ଏହା ଭିନ୍ନ ସୂଚନା ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri