କଳା ଲୋକଙ୍କୁ ଶ୍ୱେତ ପୋଲିସର ନିର୍ଯାତନା

ଓ୍ବାଶିଂଟନ,୪ା୮: ଆମେରିକାର ଜଷ୍ଟିସ ବିଭାଗ ସୂତ୍ରରୁ ପ୍ରକାଶ ଯେ, ମିସିସିପିର ୬ ଜଣ ଶ୍ୱେତ ପୋଲିସ ଗୁରୁବାର ଦୁଇ ନିରୀହ କଳା ଲୋକଙ୍କୁ ନିର୍ଯାତନା ଦେଇଥିବା ସ୍ବୀକାର କରିଛନ୍ତି। ପୋଲିସ କର୍ମଚାରୀମାନେ ଖେଳନା, ଟ୍ୟାସର ଏବଂ ଖଣ୍ଡା ବ୍ୟବହାର କରି ଏକ ଘଣ୍ଟା ଧରି କଳା ଲୋକଙ୍କୁ ନିର୍ଯାତନା ଦେଇଥିଲେ। ଶେଷରେ ଜଣେ ପୋଲିସ ବେକକୁ ଧରି ବାହାରକୁ ଟାଣି ଆଣି ଜଣେ ବ୍ୟକ୍ତିଙ୍କ ପାଟିରେ ଗୁଳି ଚଳାଇଥିଲା।

ଆଟର୍ନିଂ ଜେନେରାଲ ମେରିକ ଗାରଲାଣ୍ଡ କହିଛନ୍ତି, ‘ଏହି ଘଟଣାରେ ପୋଲିସ ପୀଡ଼ିତାଙ୍କୁ ନିର୍ଯାତନା ଦେଇଥିଲା ଏବଂ ଅସହିଷ୍ଣୁ କ୍ଷତି ଘଟାଇଥିଲା। ନାଗରିକଙ୍କ ଅଧିକାରର ଚରମ ଉଲ୍ଲଂଘନ କରିଥିଲା। ପୋଲିସ ଆଇନ ଶୃଙ୍ଖଳା ଅଧିକାରୀ ଭାବରେ ଗ୍ରହଣ କରିଥିବା ଶପଥ ଲଜ୍ଜାଜନକ। ଏଥିରେ ପ୍ରତାରଣା କରାଯାଇଛି। “


Enter your email to get our daily news in your inbox.

All Right Reserved By Dharitri.Com

ମଦ, ଫଳ, ଡ୍ରାଏ ଫ୍ରୁଟ୍ସ, ସୋୟାବିନ ତେଲ ଏସବୁ ହୋଇଯିବ ଖୁବ ଶସ୍ତା, ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଆଉ କ’ଣ ଶସ୍ତା ହେବ?ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଟ୍ରମ୍ପ ପ୍ରଶାସନ ଭାରତ ଉପରେ ଲଗାଯାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଉଠାଇ ଦେଇଛି ଏବଂ ଏକ ସ୍ପଷ୍ଟ ଧମକ ବଜାୟ ରଖିଛି ଯେ ଯଦି…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri