Posted inଫୁରସତ

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ ଲୋକମାନେ ସମ୍ମୁଖୀନ ହେଉଥିବା ଆହ୍ବାନକୁ ସାମ୍ନାକୁ ଆଣିବା ହେଉଛି ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ଏହାଦ୍ୱାରା ଦୃଷ୍ଟିହୀନ ଲୋକେ ଦୈନନ୍ଦିନ ଜୀବନରେ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି, ତାହା ସମସ୍ତେ ଜାଣିପାରିବେ। ହ୍ବାଇଟ କେନ ଦୃଷ୍ଟିହୀନ ଲୋକଙ୍କ ପାଇଁ ଏକ ଉପକରଣ, ଯାହା ସେମାନଙ୍କୁ ସ୍ବାଧୀନ ଜୀବନଯାପନ କରିବାର କ୍ଷମତା ଦେଇଥାଏ।
ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ୧୯୩୧ରେ ଫ୍ରାନ୍ସରେ ଗୁଇଲି ଡି’ହର୍ବୋନ୍ଥଙ୍କ ଦ୍ୱାରା ପ୍ରଥମେ ହ୍ବାଇଟ କେନ ଆନ୍ଦୋଳନ ଆରମ୍ଭ ହୋଇଥିଲା। ସେତେବେଳେ ଆମେରିକା ରାଷ୍ଟ୍ରପତି ଲିଣ୍ଡନ ଜନସନ ପ୍ରଥମ ଥର ପାଇଁ ଏହାକୁ ସବୁଜ ସଂକେତ ଦେଇଥିଲେ। ଏହାପରେ ‘ନ୍ୟାଶନାଲ ଫେଡେରେସନ ଅଫ୍‌ ଦି ବ୍ଲାଇଣ୍ଡ’ର ଅନୁରୋଧକ୍ରମେ ୧୯୬୪ରେ ପ୍ରତିବର୍ଷ ଅକ୍ଟୋବର ୧୫ରେ ହ୍ବାଇଟ କେନ ଡେ ପାଳନ କରିବାକୁ ଯୁକ୍ତରାଷ୍ଟ୍ର ଆମେରିକା କଂଗ୍ରେସ ପ୍ରସ୍ତାବ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri