ନନ୍ଦନକାନନରେ ଧଳା ବାଘୁଣୀ ରୁପା ଜନ୍ମ କଲା ପ୍ରଥମ ଶାବକ

ବାରଙ୍ଗ,୧୧।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ରୁପା ଶୁକ୍ରବାର ସକାଳେ ତାର ପ୍ରଥମ ଶାବକ ଜନ୍ମ ଦେଇଛି। ବାଘ ଶାବକର ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଛି। ଏବେ ସ୍ବତନ୍ତ୍ର ଖୁଆଡରେ ଥିବା ସିସିଟିଭରେ ନଜର ରଖାଯାଇଛି। ଶାବକ ଛୁଆ ଜନ୍ମ ହେବା ପରେ ପ୍ରାଣୀ ଉଦ୍ୟାନରେ ବାଘସଂଖ୍ୟା ବୃଦ୍ଧି ପାଇଛି।
ବର୍ତ୍ତମାନ ସୁଦ୍ଧା ଗୋଟିଏ ଶାବକ ଜନ୍ମ ହୋଇଥିବା ବେଳେ ପ୍ରସବ ପ୍ରକ୍ରିୟା ଜାରି ରହିଛି । ପ୍ରସବ ପ୍ରକ୍ରିୟା ଜାରି ରହିଥିବାରୁ ଆଜି ମଧ୍ୟାହ୍ନ ସୁଦ୍ଧା ଆଉ ଅଧିକ ଶାବକ ଜନ୍ମ ହେବାର ସମ୍ଭାବନା ରହିଛି । ସିସିଟିଭି ଫୁଟେଜ ଦେଖି ରୁପାର ପ୍ରସବ ପ୍ରକିୟା ଉପରେ କତ୍ତୃପକ୍ଷ ନଜର ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର କରତକଳ ଉପରେ ଚଢାଉ: ଯନ୍ତ୍ରାଂଶ, କାଠକୁ ଛଡାଇ ନେଲେ ଲୋକେ

ସିମୁଳିଆ, ୨୮ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରେ ଥିବା ଏକ କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି। ମାଜିଷ୍ଟ୍ରେଟ ରୂପେ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ରିଞ୍ଜା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କର୍ଲାମୁଣ୍ଡା,୨।୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଭବନରେ ଶୁକ୍ରବାର ଭୋରରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି...

ମିଥ୍ୟା ସାକ୍ଷୀ ମହଙ୍ଗା ପଡ଼ିଲା

ବ୍ରହ୍ମପୁର ଅଫିସ,୧୧ା୩: କୋର୍ଟରେ ମାମଲାର ବିଚାର ବେଳେ ମିଥ୍ୟା ସାକ୍ଷୀ ଦେବା ମହଙ୍ଗା ପଡ଼ିଛି। ଦୁଇ ସରକାରୀ କର୍ମଚାରୀଙ୍କ ସମେତ ୩ ଜଣଙ୍କ ନଁାରେ ମାମଲା...

ଆର୍‌. ସନ୍ଥ ଗୋପାଳନ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ୨୦୦୧ ବ୍ୟାଚ୍‌ର ଆଇଏଏସ୍‌ ଆର୍‌.ସନ୍ଥ ଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ...

ଚିଟ୍‌ଫଣ୍ଡରେ ଟଙ୍କା ରଖି ଲୋକେ ହତାଶ: ବଣ୍ଡ୍‌ ଧରି ଥାନାରେ ପହଞ୍ଚିଲେ ହିତାଧିକାରୀ

ଚିତ୍ରକୋଣ୍ଡା,୧୧।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁର ଲୋକେ ଦୀର୍ଘ ବର୍ଷ ହେଲା ଚିଟ୍‌ଫଣ୍ଡରେ ଟଙ୍କା ରଖି ଠକେଇର ଶିକାର...

ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ

ଚନ୍ଦ୍ରପୁର,୨୫।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍‌ଘାଟିତ...

ଶାହାଙ୍କ ଗସ୍ତକୁ ନେଇ ସୁରଙ୍କ କଟାକ୍ଷ: ଫମ୍ପା ଆବାଜ କରିବାକୁ ଆସୁଛନ୍ତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହା ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ...

ଗିରଫ ପରେ ଜେଲ ଗଲେ ଶିକ୍ଷକ

ଭବାନୀପାଟଣା,୭।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମାଲିଗଁା ପଞ୍ଚାୟତରେ ଗତ ନଭେମ୍ଭର ୧୧ରେ ମାସିକ ପଞ୍ଚାୟତ ବୈଠକ ସାରି ସ୍ଥାନୀୟ ୱାର୍ଡମେମ୍ବରମାନେ ଫେରୁଥିବା ବେଳେ...

Advertisement
Archives

Model This Week