ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ ଦିଆଯାଇଥିଲା। କିନ୍ତୁ ତାର ଜୀବନ ବଞ୍ଚିପାରି ନାହିଁ।

ମାର୍ଚ୍ଚ ୧, ୨୦୧୦ ରେ ରୟାଲ ବେଙ୍ଗଲ ଟାଇଗର ‘ନିଶାନ’ ଏବଂ ଧଳାବାଘ ‘କୁସୁମ’ ଠାରୁ ଜନ୍ମଗ୍ରହଣ କରିଥିବା ସ୍ନେହା ପ୍ରାଣୀ ଉଦ୍ୟାନରେ ଆଠଟି ବାଘକୁ ଜନ୍ମ ଦେଇଛି। ସେ ଅଗଷ୍ଟ ୫, ୨୦୧୬ ରେ ତିନୋଟି ବାଘ ଛୁଆ – ମୌସୁମୀ(ମହିଳା), ଚିନୁ (ପୁରୁଷ) ଏବଂ ବିରଳ ମେଲାନିଷ୍ଟିକ୍ ବିକି (ପୁରୁଷ) ପ୍ରସବ କରିଥିବାବେଳେ ଦ୍ୱିତୀୟ ଗର୍ଭଧାରଣରୁ ସ୍ନେହାଙ୍କ ନିକଟରେ ଦୁଇଟି ବାଘ – ଲୁଭ ଏବଂ କୁଶ ଜନ୍ମ ହୋଇଥିଲେ। ମାର୍ଚ୍ଚ ୨୮, ୨୦୨୧ ରେ, ସେ ଟାଇଗର ସୈଫ ସହିତ ମିଳନ ପରେ ତିନୋଟି ସାଧାରଣ ପୁରୁଷ ବାଘ ଛୁଆ – ରାକେଶ, ରକି ଏବଂ ବାନଶିଙ୍କୁ ଜନ୍ମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?