ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍‌କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିଏସସ୍‌ କହିଛନ୍ତି। ଏପରି ସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପୃଥିବୀର ବିଭିନ୍ନ ଗରିବ ଦେଶରେ ଲୋକଙ୍କୁ ଭାକ୍ସିନ୍‌ ଦିଆଯିବା ଅପରିହାର୍ଯ୍ୟ ହୋଇପଡ଼ିଥିବାବେଳେ ସେ ଧନୀ ଏବଂ ବିକଶିତ ଦେଶଗୁଡ଼ିକୁ ଭାକ୍ସିନ୍‌ ମାଗିଛନ୍ତି। ଭାକ୍ସିନ୍‌ ନେଇ ନ ଥିବା ଲୋକଙ୍କଠାରେ ଅଧିକ ଡେଲ୍ଟା ଭାରିଆଣ୍ଟ୍‌ ସଂକ୍ରମଣ ଦେଖାଦେଉଥିବା ସେ କହିଛନ୍ତି। କରୋନା ମହାମାରୀ ଭୂତାଣୁର ଶୀଘ୍ର ମ୍ୟୁଟେଶନ୍‌ ହେଉଥିବାରୁ ନୂଆ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ତେବେ ଭାକ୍ସିନ୍‌ ନେବା ଦ୍ୱାରା ଏହା ବିରୋଧରେ ଲଢ଼େଇ ସମ୍ଭବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରେଣ୍ଟାଇନ ଅବଧି ସରିଲା: ଛତ୍ରପୁର ବ୍ଲକର ୪୩୫ ଜଣ ଘରକୁ ଗଲେ

ଛତ୍ରପୁର, ୨୨।୫(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରୁ ୨୧ ଦିନିଆ ଅବଧି ସରିବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୫ ପ୍ରବାସୀ...

୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା...

ଭାରତୀୟ ଶିଖ୍‌ ଯୁବକଙ୍କୁ କରିଥିଲେ ହତ୍ୟା, ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଦଣ୍ଡ

ଓଟଓ୍ବା,୧୫।୫: କାନାଡାରେ ଭାରତୀୟ ଶିଖ୍‌ ଯୁବକ ପ୍ରଭଜୋତ ସିଂଙ୍କ ହତ୍ୟା ମାମଲାରେ ନୋଭା ସ୍କୋଟିଆର ବିଚାରପତି ୨ ବର୍ଷ ପରେ ରାୟ ଶୁଣାଇଛନ୍ତି। ରାୟରେ ହତ୍ୟାକାରୀ...

ଡ୍ରାଗନର ଦାଦାଗିରି: ଦେଖାଇଲା ନାଲି ଆଖି…

ବେଜିଂ,୧୩।୪: ଚାଇନା ତାଇଓ୍ବାନ ପ୍ରସଙ୍ଗରେ ଦାଦାଗିରି ଆରମ୍ଭ କରିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଆଣ୍ଟୋନି ବ୍ଲିନ୍‌କେନ୍‌ ତାଇଓ୍ବାନ ପ୍ରସଙ୍ଗ ନେଇ ତାଗିଦ୍‌ କରିବା ପରେ ଚାଇନା...

୮.୨୫ ଲକ୍ଷ କୋଟିର ଋଣରେ ଡୁବିବେ ରାଜ୍ୟ

ନୂଆଦିଲ୍ଲୀ,୧।୮: କରୋନା ଭାଇରସ୍‌ ସଙ୍କଟ ଭାରତୀୟ ରାଜ୍ୟଗୁଡ଼ିକୁ ୮.୨୫ ଲକ୍ଷ କୋଟି ଟଙ୍କା ବା ୧୦ ବିଲିୟନ ଡଲାର ଋଣଭାରରେ ଡୁବାଇ ଦେଇପାରେ। ଉଭୟ କେନ୍ଦ୍ର...

କରୋନା ପରେ ଡରାଇଲାଣି ଇବୋଲା

କିନସାସା,୨।୬: ବିଶ୍ୱରେ ଏବେ କରୋନା ସଂକ୍ରମଣ ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ଆଫ୍ରିକାବାସୀଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସାଜିଲାଣି ଇବୋଲା ଭାଇରସ।...

ଦେଶରେ ୬୦ ହଜାର ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ୧୦ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣ ହୋଇଥିବା ବେଳେ ଗତ ୨୪...

ପ୍ରେମରେ ପଡିଛନ୍ତି ସୁନ୍ଦରୀ ରାଜକୁମାରୀ, ବିବାହ ପାଇଁ କରୁଛନ୍ତି ଭୟ

ଟୋକିଓ,୧୭।୧୧: ଜାପାନର ସୁନ୍ଦରୀ ରାଜକୁମାରୀ ମାକୋ ପ୍ରେମରେ ପଡିଛନ୍ତି। ଦେଶର ସାଧାରଣ ନାଗରିକ କେ କୋମୁରୋଙ୍କୁ ପ୍ରେମ କରି ବସିଛନ୍ତି ସେ। ଜାପାନର ସମୁଦ୍ର କୂଳରେ...

Advertisement
Archives

Model This Week