ଭାରତକୁ ଶୁଭେଚ୍ଛା ଜଣାଇଲା ଡବ୍ଲୁଏଚଓ

ଜେନେଭା,୨୧ ।୧୦: ଦେଶରେ କରୋନା ମହାମାରୀ ସହ ଲଢିବାକୁ ଦିଆଯାଉଥିବା ଟିକା ଗୁରୁବାର ୧୦୦କୋଟି ଅତିକ୍ରମ କରିଛି । ଏହି ଅବସରରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ତେଦ୍ରୋସ ଅଧାନୋମ ଗେବ୍ରେୟେସସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ଓ ଭାରତର ସାଧାରଣ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗୁରୁବାର ଦେଶରେ ମାତ୍ର ୨୭୯ ଦିନରେ ଟିକାକରଣର ସଂଖ୍ୟା ୧୦୦ କୋଟି ଅତିକ୍ରମ କରିଛି । ଏହି ଅବସରରେ ଡବ୍ଲୁଏଚଓ ମୁଖ୍ୟ ଟୁଇଟ୍ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ଓ ଭାରତର ସାଧାରଣ ନାଗରିକ କୋଭିଡ-୧୯ରୁ ସମ୍ବେଦଶୀଳ ଜନସଂଖ୍ୟାକୁ ରକ୍ଷା କରିବା ଓ ସମାନତା ସହ ଟିକାକରଣ କାର୍ଯ୍ୟକ୍ରମକୁ ଆଗେଇ ନେଇ ଆଜି ଏହି ଲକ୍ଷ୍ୟରେ ପହଞ୍ଚିଛନ୍ତି । ସେଥପାଇଁ ମୋର ଶୁଭେଚ୍ଛା ।

ଡବ୍ଲୁଏଚଓର ମୁଖ୍ୟଙ୍କ ବ୍ୟତୀତ ଆଉ ଜଣେ ବରିଷ୍ଠ ଅଧିକାରୀ , ଦକ୍ଷିଣ ପୂର୍ବ ଏସିଆର କ୍ଷେତ୍ର ନିର୍ଦ୍ଦେଶକ ଡା. ପୁନମ କ୍ଷେତ୍ରପାଲ ସିଂ ବି କରୋନା ଟିକାକରଣ ପାଇଁ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି ଭାରତ ଟିକାକରଣରେ ୧ ଅରବ ଅତିକ୍ରମ କରିଥିବାରୁ ଶୁଭେଚ୍ଛା । ଏତେ କମ୍ ସମୟ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ କରିବା କେବଳ ମଜଭୁତ ନେତୃତ୍ୱ, ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟଲାଇନ୍ ୱାରିୟର୍ସ ଓ ଜନତାଙ୍କ ସମର୍ପିତ ପ୍ରୟାସଯୋଗୁ ସମ୍ଭବ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri