କୋଭିଡର ଉତ୍ପତ୍ତକୁ ଖୋଜିବା ନୈତିକତା ଦୃଷ୍ଟିରୁ ଜରୁରୀ: ଡବ୍ଲୁଏଚଓ ମୁଖ୍ୟ

ଜେନେଭା,୧୩ ।୩: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ଟେଡ୍ରୋସ ଅଧନାଁମ ଘେବ୍ରୟେସସ କହିଛନ୍ତି କୋଭିଡ ୧୯ର ଉତ୍ପତ୍ତକୁ ଖୋଜିବା ଏକ ନୈତିକ ଅନିବାର୍ଯ୍ୟତା । ଏହାସହ ଜଡିତ ସମସ୍ତ ପରିକଳ୍ପନାର ଯାଞ୍ଚ କରିବା ଦରକାର ।
ୱାର୍ଲ ଷ୍ଟ୍ରିଟ ଜର୍ନାଲ ଏକ ଆମେରିକୀୟ ଏଜେନ୍ସି ରିପୋର୍ଟକୁ ଦର୍ଶାଇ କହିଛି ଯେ ଚାଇନାର ଏକ ଲାବୋରୋଟୋରୀରୁ ଏହି ଜୀବାଣୁ ଲିକ ହେତୁ ଅଜାଣତରେ ଏହି ଭାଇରସ ବ୍ୟାପିଛି । ଏହି ଆକଳନ ପରେ ଡବ୍ଲୁଏଚଓ ଉପରେ ପ୍ରତିକ୍ରିୟା ରଖିବାକୁ ଚାପ ବୃଦ୍ଧି ପାଇଛି । ଏଥି ସହିତ କ୍ରମାଗତ ଭାବେ ଏ ବାବାଦରେ ବେଜିଂ କୌଣସି ପ୍ରକାର ଅନୁସନ୍ଧାନକୁ ମନା କରୁଛି । ଗେବ୍ରୟେସସ ଶନିବାର ଟୁଇଟରେ ଲେଖିଛନ୍ତି ଯେ କୋଭିଡ ୧୯ର ଉତ୍ପତ୍ତିକୁ ବୁଝିବାକୁ ଓ ସମସ୍ତ ଅନୁମାନ ଅନୁସନ୍ଧାନ କରିବା ଏକ ବୈଜ୍ଞାନିକ ଜରୁରୀ ଅଟେ ।
କୋଭିଡରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଓ ଭବିଷ୍ୟତରେ ଏହାକୁ ରୋକିବାକୁ ଏହା ଏକ ନୈତିକ ଅନିର୍ବାର୍ଯ୍ୟତା । ଶନିବାର କୋଭିଡକୁ ମହାମାରୀ ଘୋଷଣା ହେବା ୩ ବର୍ଷ ପୂରଣ ହୋଇଛି । ଏହି ପରିପ୍ରେକ୍ଷିରେ, ବିଶ୍ୱବ୍ୟାପି ଚାହିଦା ରହିଛି ଯେ ଏହିପରି ମହାମାରୀକୁ ରୋକିବାକୁ ଡବ୍ଲୁଏଚଓ ପଦକ୍ଷେପ ଉପରେ ଗୁରୁତ୍ୱ ଦେବା ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri