ଚାଇନାଠାରୁ କରୋନା ତଥ୍ୟ ଲୋଡିଲେ ଡବ୍ଲୁଏଚଓ ମୁଖ୍ୟ…

ଜେନେଭା,୧୨।୧ : ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟସସ ଚାଇନାଠାରୁ କରୋନା ଆକ୍ରାନ୍ତଙ୍କ ରିପୋର୍ଟ ମାଗିଛନ୍ତି। ଏହା ଦ୍ୱାରା ପରବର୍ତ୍ତୀ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇ ପାରିବ ବୋଲି ସେ କହିଛନ୍ତି।

ଡବ୍ଲୁଏଚଓର ୱେବସାଇଟରେ ପ୍ରକାଶିତ ଟିପ୍ପଣୀ ଅନୁଯାୟୀ, ଗତ ସପ୍ତାହରେ ଡବ୍ଲୁଏଚଓକୁ ପ୍ରାୟ ୧୧,୫୦୦ ମୃତ୍ୟୁ ହୋଇଥିବା ସମ୍ପର୍କରେ ଆବଶ୍ୟକ ତଥ୍ୟ ପ୍ରଦାନ କରାଯାଇଥିଲା। ସେଥିମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ଆମେରିକାର, ୩୦ ପ୍ରତିଶତ ୟୁରୋପର ଏବଂ ୩୦ ପ୍ରତିଶତ ପଶ୍ଚିମ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ଥିଲା। ତେବେ, ଚାଇନାରେ କରୋନା ଭାଇରସ ସମ୍ବନ୍ଧୀୟ ମୃତ୍ୟୁର ସଂଖ୍ୟାକୁ କମ୍‌ ଦର୍ଶାଯାଇଛି।

ଡବ୍ଲୁଏଚଓ ମୁଖ୍ୟ କରୋନା ଭାଇରସ ବିସ୍ତାର ବିରୁଦ୍ଧରେ ଅଧିକ ପ୍ରଭାବଶାଳୀ ସଂଗ୍ରାମରେ ସହଯୋଗ କରିବାକୁ ସଠିକ ତଥ୍ୟ ପ୍ରଦାନ କରିବା ଲାଗି ସମସ୍ତ ଦେଶକୁ ଅନୁରୋଧ କରିଛନ୍ତି। ଗତ ସପ୍ତାହରେ, ଟେଡ୍ରୋସ ଚାଇନାକୁ କୋଭିଡ ହସ୍ପିଟାଲରେ ଭର୍ତ୍ତି ଏବଂ ଦେଶରେ ମୃତ୍ୟୁ ବିଷୟରେ ନିର୍ଭରଯୋଗ୍ୟ ତଥ୍ୟ ମାଗିଥିଲେ।

ଜେନେଭାରେ ଟେଡ୍ରୋସ ଏକ ଗଣମାଧ୍ୟମକୁ କହିଛନ୍ତି ଯେ ଆମେ ଚାଇନାକୁ ଡାକ୍ତରଖାନାରେ ଭର୍ତ୍ତି ଏବଂ ମୃତ୍ୟୁ ବିଷୟରେ ଅଧିକ ଦ୍ରୁତ, ନିୟମିତ, ନିର୍ଭରଯୋଗ୍ୟ ତଥ୍ୟ ତଥା ଅଧିକ ବିସ୍ତୃତ ଏବଂ ରିଅଲ ଟାଇମ ଭାଇରାଲ କ୍ରମ ଯୋଗାଇବା ପାଇଁ ଅନୁରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri