ଫାଇଜର ଟିକାକୁ ଡବ୍ଲୁଏଚ୍‌ଓର ମଞ୍ଜୁରୀ, ଭାରତକୁ ମିଳିପାରେ ଖୁସିଖବର

ନୂଆଦିଲ୍ଲୀ,୧ ।୧: ଫାଇଜର ଓ ବାୟୋଏନଟେକର କରୋନା ଭାଇରସ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ମଞ୍ଜୁରୀ ମିଳିଯାଇଛି । ଏହାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଡବ୍ଲୁଏଚ୍‌ଓ ଅନୁମତି ପ୍ରଦାନ କରିଛି । ଡବ୍ଲୁଏଚ୍‌ଓ କହିଛି ବିଶ୍ୱରେ ଅବସ୍ଥିତ ଏହାର ଆଞ୍ଚଳିକ କାର୍ଯ୍ୟଳୟ ମାଧ୍ୟମରେ ଟିକାର ଉପକାରିତା ବିଷୟରେ ସେଠାକାର ଦେଶମାନଙ୍କ ସହ କଥା ହେବ । ଏହାସହ ଶୁକ୍ରବାର ଅକ୍ସଫୋର୍ଡର କରୋନା ଟିକାକୁ ଦେଶରେ ଅନୁମୋଦନ ମିଳିପାରେ ବୋଲି ଅନୁମାନ କରାଯାଉଛି । ଏନେଇ ଏକ ବୈଠକର ଆୟୋଜନ କରାଯାଇଛି । ଏହାସହ ସାରା ବିଶ୍ୱବାସୀ ଫାଇଜର କରୋନା ଭ୍ୟାକ୍ସିନ ବ୍ୟବହାର କରିପାରିବେ ବୋଲି କୁହାଯାଉଛି । ଡବ୍ଲୁଏଚ୍‌ଓ ଗରିବ ଦେଶ ଗୁଡିକ ନିକଟରେ ଶୀଘ୍ର କରୋନା ଭ୍ୟାକ୍ସିନ ପହଞ୍ଚାଇବା ପାଇଁ ଏମରଜେନ୍ସି ୟୁଜ ଲିଷ୍ଟିଙ୍ଗ ପ୍ରୋସେସ୍ ମଧ୍ୟ ଆରମ୍ଭ କରିଦେଇଛି । ଏହି ତାଲିକାରେ ସାମିଲ ହେବା ପରେ ଯେ କୌଣସି କରୋନା ଭ୍ୟାକ୍ସିନ ବିଶ୍ୱର ଯେ କୌଣସି ଦେଶରେ ଜରୁରୀ ବ୍ୟବହାର ଲାଗି ମଞ୍ଜୁରି ମିଳିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri