ଭାରତ ନିର୍ମିତ ଆଉ ଏକ କଫ ସିରପକୁ ଅସୁରକ୍ଷିତ ବୋଲି କହିଲା ଡବ୍ଲୁଏଚଓ

ଜେନେଭା/ନୂଆଦିଲ୍ଲୀ,୨୬।୪: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ମଙ୍ଗଳବାର କହିଛି ଭାରତୀୟ କମ୍ପାନୀ ଦ୍ୱାରା ନିର୍ମିତ ଆଉ ଏକ କଫ ସିରପ ମାର୍ଶଲ ଦ୍ୱିପ ଓ ମାଇକ୍ରୋନେସିଆରେ ଦୂଷିତ ମିଳିଛି।
ବିଷ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲୁଏଚଓ) ମେଡିକାଲ ଆଲର୍ଟ ଜାରି କରି କହିଛି ଭାରତରେ ନିର୍ମିତ ଗୁଏଫେନୋସିନ କଫ ସିରପ ଦୂଷିତ ଅଟେ। ଡବ୍ଲୁଏଚଓ ସୂଚନା ଦେଇଛି କି ପଞ୍ଜାବର କ୍ୟୁପି ଫାର୍ମାକମ ଲିମିଟେଡ କମ୍ପାନୀ ଏହି କଫ ସିରପର ଉତ୍ପାଦନ କରୁଛି।

କ୍ୟୁପି ଫାର୍ମାକମ ଲିମିଟେଡର ପ୍ରବନ୍ଧ ନିର୍ଦ୍ଦେଶକ ସୁଧିର ପାଠକ କହିଛନ୍ତି, ପଞ୍ଜାବର ଫୁଡ ଆଣ୍ଡ ଡ୍ରଗ ଆଡମିନଷ୍ଟ୍ରେଶନ ସନ୍ଦେହ କରୁଛି କି କେହି ଭାରତ ସରକାରଙ୍କୁ ବଦନାମ କରିବାକୁ କାମ୍ବୋଡିଆ ପଠାଯାଇଥିବା ଉତ୍ପାଦକୁ ବା କଫ ସିରପକୁ ନକଲ କରିଛି ଓ ପରେ ଏହାକୁ ମାର୍ଶଲ ଦ୍ୱିପ ଓ ମାଇକ୍ରୋନେସିଆ ପଠାଇ ଦେଇଛି। ଏଫଡିଏ ବିଭାଗ ଯାଞ୍ଚ ପାଇଁ କାମ୍ବୋଡିଆ ପଠାଯାଇଥିବା କଫ ସିରପର ସାମ୍ପଲ ନେଇଛନ୍ତି। କଫ ସିରପର ମୋଟ ୧୮,୩୩୬ ବୋତଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri