ନୂଆ ଏରିସ ଭାରିଆଣ୍ଟ ଉପରେ ଡବ୍ଲୁଏଚ୍‌ଓର ନଜର, ଭାରତକୁ ଆସିସାରିଛି ଏକ ମାମଲା

ଜେନେଭା/ନୂଆଦିଲ୍ଲୀ,୧୧।୮: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) କରୋନାର ଓମିକ୍ରନ ଭାରିଆଣ୍ଟରୁ ଉତ୍ପନ୍ନ ଏରିସ ଉପରେ ଯାଞ୍ଚ ଆରମ୍ଭ କରିଛି। ବର୍ତ୍ତମାନ ଡବ୍ଲୁଏଚ୍‌ଓଏହାକୁ ଭାରିଆଣ୍ଟ ଅଫ ଇଣ୍ଟ୍ରେସ ବର୍ଗରେ ଅନ୍ତର୍ଭୁକ୍ତ କରିଛି। ଏହା ଜାଣିବାକୁ ମିଳିଛି ଯେ ଗତ ଏପ୍ରିଲରୁ ବର୍ତ୍ତମାନ ପର୍ଯ୍ୟନ୍ତ ଭାରତ ସମେତ ବିଶ୍ୱର ଅନେକ ଦେଶରେ କରୋନାର ନୂଆ ଏରିସ ଭାରିଆଣ୍ଟ ପହଞ୍ଚିସାରିଛି, ଯାହା ଇଜି.୫ଭାବରେ ଜଣାଯାଉଛି।

ମଙ୍ଗଳବାର ଜେନେଭାରେ ଅନୁଷ୍ଠିତ ବୈଠକରେ ଡବ୍ଲୁଏଚ୍‌ଓ ଅଧିକାରୀ କହିଛନ୍ତି ଯେ ଏରିସ ଷ୍ଟ୍ରେନ୍‌ର ଏପର୍ଯ୍ୟନ୍ତ ବୌଣସି ପ୍ରମାଣ ପ୍ରକାଶ କରାଯାଇନାହିଁ। ସେଥିପାଇଁ ଏହାକୁ ବର୍ତ୍ତମାନ ଏକ ଗମ୍ଭୀର ଷ୍ଟ୍ରେନ ଭାବରେ ବିବେଚନା କରାଯାଇପାରିବ ନାହିଁ। ସମୟ ଅନୁଯାୟୀ, ପ୍ରମାଣ ଆମ ସାମ୍ନାକୁ ଆସିବା ମାତ୍ରେ ଦେଶମାନଙ୍କୁ ଏହା ବିଷୟରେ ଅବଗତ କରାଇବୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri