ଭାରତ ସରକାର କାହାକୁ ଦିଅନ୍ତି ଅଧିକ ଦରମା? ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନା ରାଜ୍ୟପାଳ, ମୋଦିଙ୍କୁ ମିଳେ…

ଜାଣନ୍ତି କି ଭାରତ ସରକାର କେଉଁ ବ୍ୟକ୍ତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରନ୍ତି? ସେ କେଉଁ ପଦବୀରେ ରହିଥାନ୍ତି ଏବଂ କେତେ ଟଙ୍କା ଦରମା ପାଆନ୍ତି। ସରକାରଙ୍କଠାରୁ ଦରମା ନେବା ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ପଞ୍ଚମ ସ୍ଥାନରେ ଅଛନ୍ତି। ପ୍ରଧାନ ବିଚାରପତି, ରାଜ୍ୟପାଳ, ଉପରାଷ୍ଟ୍ରପତି ଏବଂ ରାଷ୍ଟ୍ରପତି କେତେ ଦରମା ପାଆନ୍ତି ଜାଣନ୍ତୁ…

file

ଭାରତ ସରକାର ରାଷ୍ଟ୍ରପତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରିଥାନ୍ତି। ରାଷ୍ଟ୍ରପତିଙ୍କୁ ପ୍ରତି ମାସରେ ୫୦,୦୦୦୦ ଟଙ୍କା ଦରମା ମିଳିଥାଏ। ଏହା ବ୍ୟତୀତ ସମସ୍ତ ପ୍ରକାରର ଭତ୍ତା, ସରକାରୀ ବାସଭବନ ଭାବରେ ରାଷ୍ଟ୍ରୀୟ ଭବନ, ସରକାରୀ ଯାନ, ୨୪ ଘଣ୍ଟିଆ ସୁରକ୍ଷା କର୍ମୀ ଏବଂ ବହୁତ କର୍ମଚାରୀ ଯୋଗାଇ ଦିଆଯାଇଥାଏ।

ଦରମା ଦୃଷ୍ଟିରୁ ଉପରାଷ୍ଟ୍ରପତି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ତାଙ୍କୁ ମାସକୁ ୪୦,୦୦୦୦ ଟଙ୍କା ଦରମା ମିଳିଥାଏ। ଏହା ବ୍ୟତୀତ ଅନେକ ପ୍ରକାରର ଭତ୍ତା, ବିଶାଳ ବଙ୍ଗଳା, ବିଳାସପୂର୍ଣ୍ଣ କାର୍‌, ୨୪ ଘଣ୍ଟିଆ ସୁରକ୍ଷା କର୍ମୀ, ଚିକିତ୍ସା ସୁବିଧା ଇତ୍ୟାଦି ମଧ୍ୟ ଉପଲବ୍ଧ ରହିଥାଏ।

file

ରାଜ୍ୟପାଳ ତୃତୀୟ ନମ୍ବରରେ ରହିଛନ୍ତି। ଭାରତ ସରକାର ରାଜ୍ୟପାଳଙ୍କୁ ମାସିକ ୩୫,୦୦୦୦ ଟଙ୍କା ପ୍ରଦାନ କରନ୍ତି। ଏମାନଙ୍କ ବ୍ୟତୀତ ପ୍ରତ୍ୟେକ ରାଜ୍ୟରେ ରାଜ୍ୟପାଳଙ୍କ ପାଇଁ ବିଳାସପୂର୍ଣ୍ଣ ବଙ୍ଗଳା, ସୁରକ୍ଷାକର୍ମୀ, ସେବକ ଭଳି ସୁବିଧା ମଧ୍ୟ ଉପଲବ୍ଧ।

FILE

ଚତୁର୍ଥ ସ୍ଥାନରେ ଭାରତର ପ୍ରଧାନ ବିଚାରପତି ଅଛନ୍ତି। ତାଙ୍କୁ ପ୍ରତି ମାସରେ ୨୮,୦୦୦୦ ଟଙ୍କା ଦରମା ମିଳିଥାଏ। ଏହା ବ୍ୟତୀତ ରାଜଧାନୀ ଦିଲ୍ଲୀରେ ଭଡ଼ା ମାଗଣା ବଙ୍ଗଳା, ୨୪ ଘଣ୍ଟିଆ ସୁରକ୍ଷାକର୍ମୀ, କାର୍‌ ଭଳି ସୁବିଧା ଯୋଗାଇ ଦିଆଯାଉଛି।

file

ଦରମା ଦୃଷ୍ଟିରୁ ଦେଶର ପ୍ରଧାନମନ୍ତ୍ରୀ ପଞ୍ଚମ ସ୍ଥାନରେ ଅଛନ୍ତି। ତାଙ୍କୁ ପ୍ରତି ମାସରେ ୧.୬୬ ଲକ୍ଷ ଟଙ୍କା ଦରମା ମିଳିଥାଏ। ଯେଉଁଥିରେ ବିଭିନ୍ନ ପ୍ରକାରର ଭତ୍ତା ମଧ୍ୟ ଅନ୍ତର୍ଭୁକ୍ତ। ସରକାରୀ ଆବାସ ବ୍ୟତୀତ ପ୍ରଧାନମନ୍ତ୍ରୀଙ୍କୁ ଏସ୍‌ପିଜି ସୁରକ୍ଷା, ସ୍ବତନ୍ତ୍ର ବିମାନ, ବୁଲେଟ୍‌ ପ୍ରୁଫ ଯାନ ଏବଂ ସମସ୍ତ ପ୍ରକାର ସୁବିଧା ମଧ୍ୟ ଯୋଗାଇ ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri