ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି।

ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪ ଦ୍ବାର ଖୋଲାଯିବ ଏନେଇ ଆମ ଦଳ ପ୍ରତିଶ୍ରୁତି ଦେଉଛି। ରତ୍ନଭଣ୍ଡାରର ସବୁ ସମ୍ପତ୍ତି ପ୍ରଭୁ ଜଗନ୍ନାଥଙ୍କର, ହେଲେ ବିଜେଡି ଭଣ୍ଡାରର ଚାବି ହଜେଇ ଦେଇଛି। ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ। ଏଥି ସହିତ ରତ୍ନଭଣ୍ଡାର ଲୁଟେରାଙ୍କ ପ୍ରତି କଡ଼ା ଦଣ୍ଡବିଧାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri