Posted inଜାତୀୟ

ଦୀପିକା ଦେଶଓ୍ବାଲ କିଏ? ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ମିଳିଛି ‘ସ୍ବତନ୍ତ୍ର ନିମନ୍ତ୍ରଣ’

ନୂଆଦିଲ୍ଲୀ,୧୯।୧: ଗିନିଜ ଓ୍ବାଲର୍‌ଡ ରେକର୍ଡଧାରୀ ଦୀପିକା ଦେଶଓ୍ବାଲଙ୍କୁ ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ଏନେଇ ସେ ସୋସିଆଲ ମିଡିଆରେ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଛନ୍ତି। ‘ଗର୍ବର ମୂହୁର୍ତ୍ତ;। ଓ୍ବାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ ଏବଂ ଉପରାଷ୍ଟ୍ରପତି ଶପଥ ଗ୍ରହଣ ସମାରୋହରେ ସ୍ବତନ୍ତ୍ର ଭାବେ ନିମନ୍ତ୍ରଣ ପାଇ ସାମିଲ ହେବାର ଅବସର ମିଳିଛି…ଜୟ ହିନ୍ଦ… ଜୟ ଭାରତ!’ ବୋଲି ସେ ଲେଖିଛନ୍ତି।

କୋଭିଡ ୧୯ ମହାମାରୀ ସମୟରେ ନିଃସ୍ବାର୍ଥପର ସେବା ଏବଂ ମହିଳାଙ୍କ ଅଧିକାରର ସୁରକ୍ଷା ଲାଗି ପ୍ରଚେଷ୍ଟା କରିବା ଲାଗି ଗିନିଜ ଓ୍ବାଲର୍‌ଡ ରେକର୍ଡରେ ଦୀପିକାଙ୍କ ନାମ ସାମିଲ ହୋଇଥିଲା। ୨୦୨୩ରେ ତୃତୀୟ ଥର ଲାଗି ଜାତିସଂଘରେ ଭାଷଣ ଦେବାରେ ସବୁଠାରୁ କମ୍‌ ବୟସର ଭାରତୀୟ ପାଲଟିଥିଲେ। ଏହାଛଡ଼ା ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ (DUSU)ର ପୂର୍ବତନ ସଚିବ, ଦେସୱାଲ, ନଭେମ୍ବର ୨୦୨୨ରେ କଂଗ୍ରେସ ପ୍ରାର୍ଥୀ ଭାବରେ ଦିଲ୍ଲୀ ନଗର ନିଗମ (MCD) ନିର୍ବାଚନରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri