Posted inଜାତୀୟ

ଗୁଜରାଟ ନୂଆ ମୁଖ୍ୟମନ୍ତ୍ରୀ ଦୌଡରେ ୪ ନାମ

ଗାନ୍ଧୀନଗର,୧୧ ।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଶନିବାର ହଠାତ୍ ବିଜୟ ରୂପାନି ଇସ୍ତଫା ଦେଇଛନ୍ତି । ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ଭେଟି ସେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଆଉ ଏହା ପରେପରେ ଏବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଆରମ୍ଭ ହୋଇଗଲାଣି ଆଲୋଚନା । ଏବେ ପ୍ରଥମେ ବିଧାୟକ ଦଳର ବୈଠକ ବସିବ । ଏହାପରେ ବିଧାୟକ ଦଳର ନୂଆ ନେତା ନିର୍ବାଚିତ ହେବ । ହେଲେ ଏବେଠାରୁ ମୁଖ୍ୟମନ୍ତ୍ରୀ ପଦପାଇଁ ୪ ନେତାଙ୍କ ନାଁ ସାମ୍ନାକୁ ଆସିଲାଣି । ମୁଖ୍ୟମନ୍ତ୍ରୀ ପଦ ପାଇଁ ସମ୍ଭାବିତ ତାଲିକାରେ ରହିଛନ୍ତି ମନସୁଖ ମାଣ୍ଡବିୟ, ପୁରୁଷୋତ୍ତମ ରୂପାଲା, ନୀତୀନ ପଟେଲ ଓ ସିଆର୍ ପାଟିଲ । ଏବେ ଗାନ୍ଧୀନଗରରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ କାର୍ଯ୍ୟାଳୟରେ ସଙ୍ଗଠନର ମନ୍ତ୍ରୀ ବିଏଲ୍ ସନ୍ତୋଷ ଓ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କ ସହ ପ୍ରଦେଶ ଅଧ୍ୟକ୍ଷ ସିଆର୍ ପାଟିଲ ଆଲୋଚନା କରୁଛନ୍ତି । ଏହି ବୈଠକ ପରେ ବିଧାୟକ ଦଳର ବୈଠକ ପାଇଁ ସମୟ ଓ ତାରିଖ ନିର୍ଦ୍ଧାରିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri