Posted inଜାତୀୟ

କିଏ ସେ ପୂଜା ଖେଡକର?ମିଛ କହି ହୋଇଛନ୍ତି ଆଇଏଏସ୍‌ ଅଫିସର, ଅଡି କାର୍‌ରେ ନାଲି ବତୀ ଲଗାଇ ଚର୍ଚ୍ଚାରେ… 

ନୂଆଦିଲ୍ଲୀ,୧୧।୭: ମହାରାଷ୍ଟ୍ର କ୍ୟାଡର ଆଇଏଏସ୍‌ ଅଧିକାରୀ ପୂଜା ଖେଡକର ପୁଣି ଥରେ ବିବାଦରେ ଫସିଛନ୍ତି। ସେ ଜାଲ ପ୍ରମାଣପତ୍ର ଦେଇ ଆଇଏଏସ୍‌ ଚାକିରି ପାଇଥିବା ଅଭିଯୋଗ ହୋଇଛି। ୨୦୨୨ ବ୍ୟାଚ୍‌ର ଆଇଏଏସ୍‌ ଅଫିସରଜଣଙ୍କ ପ୍ରଶାସନିକ ପରୀକ୍ଷା ପାସ୍‌ କରିବା ଲାଗି କଥିତ ଭାବେ ଜାଲ ଦିବ୍ୟାଙ୍ଗ ଏବଂ ପଛୁଆ ବର୍ଗ(ଓବିସି) ପ୍ରମାଣପତ୍ର ଜମା କରିଥିବା ଜଣାପଡ଼ିଛି।
କହିରଖୁଛୁ, କିଛି ଦିନ ପୂର୍ବେ ପୂଜାଙ୍କ ଉପରେ ପଦର ଦୂରୁପଯୋଗ କରୁଥିବା ଅଭିଯୋଗ ହୋଇଥିଲା। ସେ ନିଜର ବ୍ୟକ୍ତିଗତ ଅଡି କାର୍‌ରେ ଲାଲ-ନୀଳ ବତି ଏବଂ ଭିଆଇପି ନମ୍ବର ପ୍ଲେଟ୍‌ ବ୍ୟବହାର କରୁଥିଲେ।  ଅଭିଯୋଗ ଆସିବା ପରେ ତାଙ୍କୁ ପୁଣେ ଜିଲାର ଓ୍ବାସିମଙ୍କୁ ଟ୍ରାନ୍ସଫର କରିଦିଆଯାଇଥିଲା। ଏବେ ସେ ମିଛ ପ୍ରମାଣପତ୍ର ବ୍ୟବହାର କରିଥିଲେ।
ପୂଜା ଓବିସି ଏବଂ ଦୃଷ୍ଟିବାଧିତ ଶ୍ରେଣୀରେ ସିଭିଲ ସେବା ପରୀକ୍ଷା ଦେଇଥିଲେ। ଏବେ ମାନସିକ ରୋଗର ପ୍ରମାଣପତ୍ର ଜମା କରିଥିଲେ। ସେ ଓବିସି ଶ୍ରେଣୀରେ ପରୀକ୍ଷା ଦେଇଥିଲେ।
ପୂଜା ଏକ ପ୍ରଶାସନିକ ପରିବାରରୁ ଆସିଛନ୍ତି। ସେ ୟୁପିଏସ୍‌ସିରେ ୮୪୧ ର଼୍ୟାଙ୍କ ହାସଲ କରିଥିଲେ। ତାଙ୍କ ବାପା ଏମ୍‌ପିସିବି ଅଧିକାରୀ ଥିଲେ। ତାଙ୍କ ଜେଜେବାପା ମଧ୍ୟ ପ୍ରଶାସନିକ ଅଧିକାରୀ ଥିଲେ। ମା’ ଅହମ୍ମଦନଗର ଜିଲାର ଭାଲଗାଁର ନିର୍ବାଚିତ ସରପଞ୍ଚ ଅଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri