କିଏ ସେହି ଜେଡି ଭାନ୍ସ, ଯାହାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୬।୭: ଚଳିତ ବର୍ଷ ନଭେମ୍ବରରେ ଆମେରିକାରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଓହିଓ ସିନେଟର ଜେଡି ଭାନ୍ସ ମଧ୍ୟ ତାଙ୍କ ଭାଗ୍ୟ ପରୀକ୍ଷା କରିବେ। ରିପବ୍ଲିକାନ ନେତା ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାନ୍ସଙ୍କୁ ତାଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଚୟନ କରିଛନ୍ତି। ୩୯ ବର୍ଷିୟ ଭାନ୍ସ ଭାରତୀୟ ମୂଳ ଉଷା ଚିଲୁକୁରି ଭାନ୍ସଙ୍କୁ ବିବାହ କରିଛନ୍ତି। ଉଷା ଆନ୍ଧ୍ରପ୍ରଦେଶର ମୂଳ ବାସିନ୍ଦା। ୩୯ ବର୍ଷିୟ ଜେଡି ଭାନ୍ସ ଟ୍ରମ୍ପଙ୍କୁ ଜଣେ କଠୋର ସମାଲୋଚକ ଥିଲେ, କିନ୍ତୁ ବର୍ତ୍ତମାନ ପୂର୍ବତନ ରାଷ୍ଟ୍ରପତିଙ୍କ ଜଣେ ସମର୍ଥକ ହୋଇପାରିଛନ୍ତି।
୨୦୧୬ରେ ରାଷ୍ଟ୍ରପତି ନିର୍ବାଚନ ସମୟରେ ଜେଡି ଭାନ୍ସ ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ ସର୍ବସାଧାରଣରେ ଟ୍ରମ୍ପଙ୍କୁ ମୂର୍ଖ ବୋଲି କହିଥିଲେ। ଏହି ସମୟରେ ତାଙ୍କୁ ଆଡଲଫ ହିଟଲରଙ୍କ ସହ ତୁଳନା କରାଥିଲେ। କିନ୍ତୁ ଆଜି ସେ ଟ୍ରମ୍ପଙ୍କ ବିଶ୍ୱାସଭାଜନ ହୋଇଛନ୍ତି।
ଜେଡି ଭାନ୍ସ ଆମେରିକାର ଓହିଓ ରାଜ୍ୟରୁ ସିନେଟର ଅଛନ୍ତି। ୨୦୧୬ରେ ଜେଡି ତାଙ୍କ ସ୍ମୃତି ହିଲବିଲି ଏଲଜେି ପ୍ରକାଶନ ପରେ ଚର୍ଚ୍ଚାକୁ ଆସିଥିଲେ। ସେ ୨୦୨୨ରେ ସିନେଟକୁ ନିର୍ବାଚିତ ହୋଇଥିଲେ।
ଜେଡି ଭାନ୍ସ ତାଙ୍କ ପ୍ରାରମ୍ଭିକ କ୍ୟାରିୟରର ସଫଳତା ପାଇଁ ସ୍ତ୍ରୀଉଷା ଚିଲୁକୁରିଙ୍କୁ ଶ୍ରେୟ ଦେଇଛନ୍ତି। ତାଙ୍କ କ୍ୟାରିୟରରେ ସମର୍ଥନ ପାଇଁ ସେ ପ୍ରାୟତଃ ଉଷାଙ୍କୁ ପ୍ରଶଂସା କରନ୍ତି। ଉଷା ଏବଂ ଭାନ୍ସ ଏକାଠି ପାଠ ପଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?