କିଏ ସେହି ଲିଣ୍ଡା ୟାକାରିନୋ, ଯାହାଙ୍କୁ ଟୁଇଟର ସିଇଓ ଭାବେ ଚୟନ କରିଛନ୍ତି ଏଲନ

ଓ୍ବାଶିଂଟନ,୧୨ା୫: ଟୁଇଟର ମାଲିକ ଏଲନ ମସ୍କ ଏକ ବଡ଼ ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଖୁବ୍‌ଶୀଘ୍ର ସିଇଓ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି ଏବଂ ଏହା ସହିତ ସେ ଏକ ନୂତନ ସିଇଓ ମଧ୍ୟ ପାଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ସେ ଲିଣ୍ଡା ୟାକାରିନୋଙ୍କୁ ଟୁଇଟରର ସିଇଓ ଚୟନ କରିଛନ୍ତି।

ମସ୍କ ତାଙ୍କ ଟୁଇରରେ କହିଛନ୍ତି, ସେ ନୂତନ ସିଇଓ ଚୟନ କରିଥିବାରୁ ବହୁତ ଖୁସି। ମସ୍କଙ୍କ ଅନୁଯାୟୀ, ନୂତନ ସିଇଓ ୬ ସପ୍ତାହ ମଧ୍ୟରେ ଦାୟିତ୍ୱ ଗ୍ରହଣ କରିବେ। ଏଥିସହିତ ମସ୍କଙ୍କ ଭୂମିକା କାର୍ଯ୍ୟନିର୍ବାହୀ ଚେୟାରମ୍ୟାନ ତଥା ସିଟିଓ ହେବ।

ୟାକାରିନୋ ‘ଏନ୍‌ବିସି ୟୁନିଭର୍ସାଲ ମିଡିଆ’ରେ ବୈଶ୍ୱିକ ବିଜ୍ଞାପନ ଏବଂ ଭାଗୀଦାରିତାର ଅଧ୍ୟକ୍ଷା ଅଛନ୍ତି। ୟାକାରିନୋ ଗତ ମାସରେ ମିଆମିରେ ଅନୁଷ୍ଠିତ ଏକ ବିଜ୍ଞାପନ ସମ୍ମିଳନୀରେ ମସ୍କଙ୍କଠାରୁ ସାକ୍ଷାତକାର ନେଇଥିଲେ।

ଏହାପୂର୍ବରୁ ସେ କମ୍ପାନୀର କେବୁଲ ଏଣ୍ଟରଟେନମେଣ୍ଟ ଏବଂ ଡିଜିଟାଲ ବିଜ୍ଞାପନ ବିକ୍ରୟ ବିଭାଗରେ ମଧ୍ୟ କାର୍ଯ୍ୟ କରିଥିଲେ। ଲିଣ୍ଡା ୟାକାରିନୋ ୧୯ ବର୍ଷ ପାଇଁ ଟର୍ନର କମ୍ପାନୀରେ କାର୍ଯ୍ୟ କରିଥିଲେ। ଏଠାରେ ମଧ୍ୟ ସେ କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ଅର୍ଥାତ ବିଜ୍ଞାପନ ବିକ୍ରୟ, ମାର୍କେଟିଂ ଏବଂ ଅଧିଗ୍ରହଣ ବିଭାଗରେ ସିଓଓ ବିଜ୍ଞାପନ ବିଭାଗରେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri