ନନ୍ଦିତା କିଏ? ଯାହାଙ୍କୁ ବିବାହ କରିବାକୁ ଯାଉଛନ୍ତି ବିଦ୍ୟୁତ ଜାମଓ୍ବାଲ, କରିସ୍ମାଙ୍କ ପୂର୍ବସ୍ବାମୀଙ୍କ ସହ ରହିଛି ଖାସ୍‌ କନେକ୍ସନ

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ବିଦ୍ୟୁତ ଜାମଓ୍ବାଲ। ଲଣ୍ଡନରେ ପ୍ରେମିକା ନନ୍ଦିତା ମହତାନୀଙ୍କ ହାତ ଧରିବେ ସେ। ୨୦୨୧ରେ ଉଭୟ ନିର୍ବନ୍ଧ କରିସାରିଥିବା ବେଳେ ଏବେ ହଠାତ ବିବାହ ନେଇ ଖବର ଆସିବା ପରେ ବିଦ୍ୟୁତଙ୍କ ପ୍ରଶଂସକ ଚକିତ ହୋଇଛନ୍ତି। ଅନେକ ନନ୍ଦିତାଙ୍କ ବିଷୟରେ ଜାଣିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଆସନ୍ତୁ ଜାଣିବା ସେ କିଏ…

ପେସାରେ ନନ୍ଦିତା ଜଣେ ଫ୍ୟାଶନ ଡିଜାଇନର। ସେ ଅଭିନେତା ଡିନୋ ମୋରିୟାଙ୍କ ସହ ମିଶି ‘ପ୍ଲେଗ୍ରାଉଣ୍ଡ’ ନାମକ କମ୍ପାନୀ ଚଳାଉଛନ୍ତି। କେବଳ ଏତିକି ନୁହେଁ ଗତ କିଛି ବର୍ଷ ଧରି ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଡିଜାଇନର ଏବଂ ଷ୍ଟାଇଲିଷ୍ଟ ଅଛନ୍ତି।

କେବଳ ଏତିକି ନୁହେଁ ନନ୍ଦିତା ବଲିଉଡ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ବାମୀ ସଞ୍ଜୟ କପୁରଙ୍କ ପ୍ରଥମ ପତ୍ନୀ ମଧ୍ୟ ଥିଲେ। ତାଙ୍କୁ ଛାଡ଼ପତ୍ର ଦେବା ପରେ ସଞ୍ଜୟ କରିସ୍ମାଙ୍କୁ ବିବାହ କରିଥିଲେ। ହେଲେ ୨୦୧୬ରେ ଏହି ବିବାହ ମଧ୍ୟ ଭାଙ୍ଗିଥିଲା।
ପ୍ରଥମ ସ୍ବାମୀଙ୍କଠାରୁ ଅଲଗା ହେବା ପରେ ନନ୍ଦିତା ଅନେକ ବଲିଉଡ୍‌ ଅଭିନେତାଙ୍କୁ ଡେଟ୍‌ କରିଥିବା କୁହାଯାଏ। ସେଥିରେ ରଣବୀର କପୁର ଏବଂ ଡିନୋ ମୋରିଆଙ୍କ ଭଳି ଅଭିନେତା ସାମିଲ ଅଛନ୍ତି। ହେଲେ ସେମାନଙ୍କ ମଧ୍ୟରୁ କେହି ବି ଏନେଇ ମୁହଁ ଖୋଲି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri