ନଓ୍ବାଜ ମୋଦି କିଏ? ଯାହାଙ୍କଠାରୁ ୩୨ ବର୍ଷ ପରେ ଅଲଗା ହେଲେ ରେମଣ୍ଡ ଗ୍ରୁପ୍‌ ଚେୟାରମ୍ୟାନ୍‌

ନୂଆଦିଲ୍ଲୀ,୧୪।୧୧: ବ୍ୟବସାୟଜଗତରେ ରେମଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ଗୌତମ ସିଙ୍ଘାନିଆ ଜଣେ ପରିଚିତ ନାମ। ୧୧,୦୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକ ସେ। ଗୌତମ ସ୍ତ୍ରୀ ନଓ୍ବାଜ ମୋଦି ସିଙ୍ଘାନିଆଙ୍କଠାରୁ ଅଲଗା ହେବାନେଇ ଘୋଷଣା କରିବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ତେବେ ଆସନ୍ତୁ ଜାଣିବା ନଓ୍ବାଜଙ୍କ ବିଷୟରେ ସବିଶେଷ…

ନଓ୍ବାଜ ମୋଦି ଫିଟ୍‌ନେସଜଗତର ଜଣାଶୁଣା ନାମ। ସେ ଯୋଗାଭ୍ୟାସ କରୁଥିବା ବେଳେ ଫିଟ୍‌ନେସ ଟ୍ରେନର ଭାବେ ନାମ କମାଇଛନ୍ତି। ସେ ‘ବଡି ଆଟ୍‌ ଫିଟ୍‌ନେସ’ର ସ୍ଥାପନା କରିଛନ୍ତି। ତାଙ୍କ ବାପାଙ୍କ ନାମ ନାଦର ମୋଦି, ଯିଏକି ଜଣେ ଲୋକପ୍ରିୟ ଓକିଲ ଅଟନ୍ତି। ନଓ୍ବାଜ ମଧ୍ୟ ନିଜର ଓକିଲାତି ପଢ଼ା ଶେଷ କରିଛନ୍ତି। ପିଲାଟି ଦିନରୁ ତାଙ୍କର ଖେଳ ଏବଂ ଫିଟ୍‌ନେସ୍‌ ପ୍ରତି ରୁଚି ରହିଥିଲା। ମୁମ୍ବାଇରେ ନଓ୍ବାଜ ନିଜର ବ୍ୟବସାୟ ଏବଂ ବଡି ଆର୍ଟ ଫିଟନେସ୍‌ ସୁବିଧା ଆରମ୍ଭ କରିବା ଲାଗି ଡିଗ୍ରୀ ହାସଲ କରିବା ସହ ପଢ଼ାଇବା ମଧ୍ୟ ଆରମ୍ଭ କରିଥିଲେ। ତାଙ୍କ ପରେ ଅନେକ ଆର୍ଟ ଫିଟ୍‌ନେସ ସୁବିଧା ଆରମ୍ଭ ହୋଇଥିଲା।

କହିରଖୁଛୁ, ଚଳିତ ବର୍ଷ ଗୌତମଙ୍କ ଦୀପାବଳି ପାର୍ଟିରେ ନଓ୍ବାଜଙ୍କୁ ସାମିଲ ହେବାର ସୁଯୋଗ ଦିଆଯାଇ ନ ଥିଲା। ତାଙ୍କୁ ନିମନ୍ତ୍ରଣ କରାଯାଇଥିଲେ ହେଁ ସେ ଗେଟ୍‌ ବାହାରେ ଥିବା କାର୍‌ରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହିଥିଲେ। ଏହାର ଏକାଧିକ ଭିଡିଓ ଭାଇରାଲ ହୋଇଥିଲା। ଭିଡିଓ ଭାଇରାଲର କେଇ ଘଣ୍ଟା ପରେ ହଠାତ ଗୌତମ ନଓ୍ବାଜଙ୍କଠାରୁ ବାଟ ଅଲଗା କରିଥିବା ଘୋଷଣା କରି ସମସ୍ତଙ୍କୁ ଚମକାଇଛନ୍ତି। ବ୍ୟକ୍ତିଗତ ନିଷ୍ପତ୍ତି ହୋଇଥିବାରୁ ଏନେଇ ଗୌତମ କିଛି କହିବାକୁ ଚାହୁଁ ନ ଥିବା ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri