Posted inଜାତୀୟ

ଚନ୍ନିଙ୍କ ପରେ ମୁଖ୍ୟମନ୍ତ୍ରୀ କିଏ

ନୂଆଦିଲ୍ଲୀ,୨୦।୯: ପଞ୍ଜାବରେ ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ ପକ୍ଷରୁ କିଏ ମୁଖ୍ୟମନ୍ତ୍ରୀ ହେବେ ଏବେଠୁ ଚର୍ଚ୍ଚା ଜୋର୍‌ ଧରିଲାଣି। ଏନେଇ କଂଗ୍ରେସର ଉତ୍ତର ମଧ୍ୟ ଆସିଛି। ପିସିସି ସଭାପତି ନବଜୋତ୍‌ ସିଂ ସିଦ୍ଧୁ ଓ ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ସୋମବାର ଏଆଇସିସି ମୁଖପାତ୍ର ରଣଜିତ୍‌ ସୂର୍ଯ୍ୟଓ୍ବୋଲା ସ୍ପଷ୍ଟ କରିଛନ୍ତି।

ସିଦ୍ଧୁଙ୍କ ବିଦ୍ରୋହ ଆଗରେ କଂଗ୍ରେସ ହାଇକମାଣ୍ଡ ମୁଣ୍ଡ ନୁଆଇ ମୁଖ୍ୟମନ୍ତ୍ରୀ ପଦରୁ ଅମରିନ୍ଦର ସିଂଙ୍କୁ ହଟାଇଦେଲେ। ତାଙ୍କ ସ୍ଥାନରେ ଦଳିତ ଚେହେରା ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଯାଇଛି। ତେବେ ଶାସନ କ୍ଷମତାର ଅସଲ ଚାବିକାଠି ସିଦ୍ଧୁଙ୍କ ହାତରେ ରହିବ ବୋଲି ଚର୍ଚ୍ଚା ହେଉଛି। ଏଭଳି ସମୟରେ ଆସନ୍ତା ନିର୍ବାଚନରେ କିଏ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ପ୍ରଶ୍ନ କରାଯିବାରୁ ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ ରାଓ୍ବତ୍‌ ସିଦ୍ଧୁ ହେବେ କହିଥିଲେ। ଏହାକୁ ନେଇ ବିଭିନ୍ନ ଦଳ ସମାଲୋଚନା କରିଥିବା ବେଳେ ଡ୍ୟାମେଜ୍‌ କଣ୍ଟ୍ରୋଲ କରିବାକୁ ଯାଇ କଂଗ୍ରେସ ଏବେ ଉଭୟ ସିଦ୍ଧୁ ଓ ଚନ୍ନିଙ୍କ ନାମ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri