କିଏ ସେ ‘ଓରି’? ଯିଏ ନ୍ୟାସାଙ୍କ ବନ୍ଧୁ, ସାରାଙ୍କ ସହପାଠୀ ଆଉ ଜାହ୍ନବୀ ସହ ଡେଟିଂକୁ ନେଇ ଚର୍ଚ୍ଚାରେ…

ବମ୍ବେ: କେତେବେଳେ ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ସହ ଡେଟିଂକୁ ନେଇ ଚର୍ଚ୍ଚାରେ ଥାନ୍ତି ସେ ତ କେବେ ତାଙ୍କୁ ସାରା ଅଲ୍ଲୀ ଖାଁ, ନ୍ୟାସାଙ୍କ ବନ୍ଧୁ ବୋଲି ଅନେକ ଜାଣନ୍ତି। ଏମିତିରେ କିଏ ସେ ଓରହାନ ଅଓ୍ବତ୍ରମଣି ଓରଫ ଓରି ତାକୁ ନେଇ ସବୁଆଡେ ଲାଗି ରହିଛି ଚର୍ଚ୍ଚା। ନିକଟରେ ଶେଷ ହୋଇଥିବା ଦୀପାବଳିକୁ ନେଇ ବିଭିନ୍ନ ପାର୍ଟିରେ ଷ୍ଟାର କିଡ୍‌ଙ୍କ ସହ ନଜର ଆସିଥିଲେ ସେ। ଆସନ୍ତୁ ଜାଣିବା…
ଔରି କେବଳ ଯେ ବଲିଉଡ ତାହା ନୁହେଁ ହଲିଉଡରେ ମଧ୍ୟ ଲୋକପ୍ରିୟ। କାଦର୍ଶିଆନ ଭଉଣୀଙ୍କ ସହ ତାଙ୍କର ଅନେକ ଫଟୋ ଏବଂ କାଇଲି ଜେନରଙ୍କ ସହ ନିବିଡତାରୁ ତାହା ବାରି ହୋଇପଡେ। ତେବେ ପେସାରେ ସେ ଜଣେ ମୁମ୍ବାଇରେ ରହୁଥିବା ସୋସିଆଲ ଆକ୍ଟିଭିଷ୍ଟ। ତାଙ୍କର ଆନିମେଶନ ସ୍କ୍ରିଲ ମଧ୍ୟ ରହିଥିବାରୁ ସେ ଆନିମେଟର ହେବାକୁ ଚାହାନ୍ତି। ସାରାଙ୍କ ସେ ସହପାଠୀ ମଧ୍ୟ। ତାଙ୍କ ସହ ସେ କଲମ୍ବିଆ ୟୁନିଭର୍ସିଟିରେ ପାଠ ପଢ଼ିଛନ୍ତି। ବଲିଉଡ୍‌ ଭଳି ବ୍ୟବସାୟଜଗତ ସହ ଜଡ଼ିତ ପରିବାର ସହ ସମ୍ପର୍କ ରଖିଛନ୍ତି। ଇଶା ଅମ୍ବାନୀଙ୍କ ଭଲ ବନ୍ଧୁ ମଧ୍ୟ ସେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର ୨୧୩ ହଜାର ଫଲୋଅର୍ସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?