ଦିନେ ଡାକ୍ତର କହିଥିଲେ ତୁମେ ମା’ ହୋଇପାରିବ ନାହିଁ, ଏବେ ଚତୁର୍ଥଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ!

ପଞ୍ଜାବୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ନୀରୁ ବାଜୱା ଚତୁର୍ଥ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ସେ ଭିଡିଓ ଶେୟାର କରି ଏହି ଖୁସି ଖବର ପ୍ରଶଂସକଙ୍କୁ ଜଣାଇଛନ୍ତି। ଏଥିରେ ତାଙ୍କ ବେବି ବମ୍ପ ସ୍ପଷ୍ଟ ନଜର ଆସିଛି। ପୂର୍ବରୁ ତାଙ୍କର ୩ କନ୍ୟା ସନ୍ତାନ ଅଛନ୍ତି। ଏପରି ଏକ ସମୟ ଥିଲା ଯେତେବେଳେ ଡାକ୍ତରମାନେ ନୀରୁଙ୍କୁ କଦାପି ମା’ ହୋଇପାରିବେ ନାହିଁ ବୋଲି କହିଥିଲେ। କିନ୍ତୁ ଇଶ୍ବରଙ୍କ ଇଚ୍ଛା ଆଗରେ ସବୁକିଛି ଫେଲ୍‌ ଭଳି ନୀରୁ ଥରେ ନୁହେଁ, ଚାରିଥର ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି।
ନୀରୁ କେବଳ ଜଣେ ଅଭିନେତ୍ରୀ ନୁହଁନ୍ତି, ସେ ଜଣେ ନିର୍ମାତା ଏବଂ ନିର୍ଦ୍ଦେଶକ ମଧ୍ୟ। ପଞ୍ଜାବ ଫିଲ୍ମ ଇଣ୍ଡଷ୍ଟ୍ରିରେ ତାଙ୍କ ଦବଦବା ରହିଛି। ନିକଟରେ ସେ ତାଙ୍କର ଆଗାମୀ ପ୍ରୋଜେକ୍ଟ ବିୟୁଟିଫୁଲ୍‌ ବିଲ୍ଲୋ ଏକ ପୋଷ୍ଟର ଶେୟାର କରିଛନ୍ତି। ଏହି ପୋଷ୍ଟରରେ ନୀରୁ ଗର୍ଭବତୀ ଅଛନ୍ତି। ଏଥିସହ ସେ କ୍ୟାପସନରେ ଲେଖିଛନ୍ତି – ବିଲୋ ମା’ ହେବାକୁ ଯାଉଛନ୍ତି। ଏହାକୁ ନେଇ ତାଙ୍କ ପ୍ରଶଂସକ ଦ୍ୱନ୍ଦରେ ଅଛନ୍ତି। ସତରେ ନୀରୁ ମା’ ହେବେ ନା ଫିଲ୍ମ ପ୍ରମୋଶନ ପାଇଁ ଏପରି କରୁଛନ୍ତି ତାହା ଆଗକୁ ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?