କରୋନା ମହାମାରୀ ପାଇଁ ଦାୟୀ କିଏ ? ଆମେରିକା ନା ଚାଇନା, ଗବେଷଣା ପାଇଁ ଟଙ୍କା ଦେଇଥିବା ଅବା ଲିକ୍‌ କରିଥିବା ଦେଶ ଦୋଷୀ !…

ଓ୍ବାଶିଂଟନ/ବେଜିଂ,୧୩।୩: କରୋନା ଭୂତାଣୁର ଲିକ୍‌ ନେଇ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏନେଇ ଚାଇନାକୁ ଦୋଷୀ ବୋଲି ସଭତଏଁ କହୁଛନ୍ତି। ତେବେ ଏଥିପାଇଁ ଆମେରିକା ଏବଂ ଚାଇନା ଉପରେ ଅଙ୍ଗୁଳି ଉଠିବା ଆରମ୍ଭ ହୋଇଛି। ଚାଇନାର ଉହାନ ଲ୍ୟାବରୁ ଏହା ଲିକ୍‌ ହୋଇଥିବା କୁହାଯାଉଛି। ତେବେ ଏହା ଅସାବଧାନତାରୁ ହୋଇଥିବା ଚର୍ଚ୍ଚା ହେଉଛି। କିନ୍ତୁ ଆମେରିକା ଉହାନ ଲ୍ୟାବରେ ଏହି ଗବେଷଣା ପାଇଁ ଅର୍ଥ ଯୋଗାଇ ଦେଇଥିଲା। ଆମେରିକାର ଗଣମାଧ୍ୟମର ପରବର୍ତ୍ତୀ ଅନୁସନ୍ଧାନରୁ ଜଣାପଡିଛି ଯେ ଉହାନ ଲ୍ୟାବକୁ ଜେନେଟିକ ଇଞ୍ଜିନିୟରିଂ ପରୀକ୍ଷଣ ପାଇଁ ଆମେରିକା ସରକାର ଆର୍ଥିକ ଅନୁଦାନ ଦେଇଥିଲେ।

ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସ୍ବାସ୍ଥ୍ୟ ପରାମର୍ଶଦାତା ତଥା କାର୍ଯ୍ୟଭାର ଗ୍ରହଣ କରିଥିବା ସିଡିସିର ନିର୍ଦ୍ଦେଶକ ଡକ୍ଟର ଆନ୍ଥୋନୀ ଫୌସି ଏହାକୁ ସର୍ବସାଧାରଣରେ ସ୍ବୀକାର କରିଥିଲେ। ଲାବୋରେଟୋରୀ ଅଫ ଇମ୍ୟୁନୋରେଗୁଲେଶନର ଦୀର୍ଘ ଦିନର ମୁଖ୍ୟ ତଥା ରୋଗ ପ୍ରତିରୋଧକ ତଥା ମଧ୍ୟସ୍ଥି ତଥା ସଂକ୍ରାମକ ରୋଗର ଚିକିତ୍ସା ଉପରେ ମୌଳିକ ତଥା କ୍ଲିନିକାଲ ଅନୁସନ୍ଧାନରେ ଅନେକ ଅବଦାନ ରଖିଥିବା ଫୌସି ଦୀର୍ଘ ଦିନର ନିର୍ଦ୍ଦେଶକ ଭାବରେ ଫାୟାରିଂ ଲାଇନରେ ଅନ୍ତର୍ଭୁକ୍ତ ହୋଇ ନ ଥିଲେ। ଫଳରେ କରୋନା ମହାମାରୀ ପାଇଁ କିଏ ଦାୟୀ ସେ ନେଇ ନାନା ପ୍ରଶ୍ନ ଉଠିବାରେ ଲାଗିଛି। ଗବେଷଣା ପାଇଁ ଟଙ୍କା ଦେଇଥିବା ଦେଶ ଏଥିପାଇଁ ଦାୟୀ ନା ଲ୍ୟାବରେ ଲିକ୍‌ କରିଥିବା ଦେଶ ଦୋଷୀ ସେନେଇ ତର୍କ ଆରମ୍ଭ ହୋଇଛି।

ଅପର ପକ୍ଷରେ ଚାଇନା ମୁଣ୍ଡରେ ଦୋଷ ଲଦିବା ପାଇଁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସରକାର କରୋନା ଉତ୍ପତ୍ତି ବିଷୟରେ ଜନସାଧାରଣଙ୍କୁ ସୂଚନା ଦେବା ପାଇଁ ନ୍ୟାଶନାଲ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଆବଶ୍ୟକ କରୁଥିବା ଏକ ବିଲ ପାରିତ କରିଥିଲେ।

କରୋନା ଉତ୍ପତ୍ତି ବିଷୟରେ ସୂଚନା ଏବଂ ଏହାକୁ ଚାଇନାର ଲ୍ୟାବ ସହିତ ସଂଯୋଗ କରୁଥିବା ସୂଚନା ସର୍ବସମ୍ମତି କ୍ରମେ ୪୧୯ ଭୋଟରେ ଗୃହରେ ପାରିତ ହୋଇଥିଲା। ଯେଉଁଥିରେ ୧୬ ଜଣ ସଦସ୍ୟ ମତଦାନ କରି ନ ଥିଲେ। ମିଡିଆ ରିପୋର୍ଟରେ କୁହାଯାଇଛି ଯେ ସିନେଟ ଗତ ସପ୍ତାହରେ ସର୍ବସମ୍ମତି କ୍ରମେ ଏହି ପଦକ୍ଷେପ ଗ୍ରହଣ କରିଛି। ସେ ଏହି ଆଇନରେ ଦସ୍ତଖତ କରିବେ କି ବୋଲି ପଚରାଯାଇଥିବା ବେଳେ ବାଇଡେନ ଗଣମାଧ୍ୟମକୁ କହିଛନ୍ତି: ମୁଁ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱରେ ସବୁଠୁ ଅଧିକ ଖାଦ୍ୟ ନଷ୍ଟ କରେ ଏହି ଦେଶ, ଭାରତର ସ୍ଥାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୮।୧୧: ଦୁନିଆରେ ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଦୁଇ ଓଳି ଖାଇବାକୁ ପାଉନାହାନ୍ତି । ଭୋକିଲା ପେଟରେ ଶୋଇବାକୁ ବାଧ୍ୟ ହେଉଛନ୍ତି । ଅନ୍ୟପଟେ ପ୍ରତିବର୍ଷ…

IPLରୁ ସନ୍ନ୍ୟାସ ନେବା ପରେ ଏଭଳି ସେଲିବ୍ରେଶନ କଲେ ଧୋନୀ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୧୮।୧୧: IPLକୁ ଅଲ୍‌ବିଦା କହିବା ପରେ ନିଜ ଅବସରକୁ ନିଆରା ଢଙ୍ଗରେ ସେଲିବ୍ରେଟ୍‌ କରିଛନ୍ତି ଭାରତୀୟ କ୍ରିକେଟ୍‌ର ମହାନ ଖେଳାଳି ତଥା ଚେନ୍ନାଇ ସୁପର କିଙ୍ଗ୍ସର…

ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ, ପୁରୀ ଆସୁଥିଲେ ଜାଣି ରଖନ୍ତୁ…

ପୁରୀ,୧୮ା୧୧: ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଖରାପ ପାଗକୁ ଦୃଷ୍ଟିରେ ରଖି ପୁରୀର ଆରାଧ୍ୟ ସ୍ଥଳୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼…

ରାମ କେବଳ ଏକ ଧର୍ମର ନୁହନ୍ତି, ସବୁ ଭାରତୀୟଙ୍କ ରକ୍ତରେ ଅଛନ୍ତି: ଚର୍ଚ୍ଚାରେ ଜାଭେଦ ଅଖତରଙ୍କ ମନ୍ତବ୍ୟ

ବିଶିଷ୍ଟ ଗୀତିକାର ଓ ପଟ୍ଟକଥା ଲେଖକ ଜାଭେଦ ଅଖତର ଭଗବାନ ଶ୍ରୀରାମଙ୍କ ପ୍ରଶଂସା କରି କହିଛନ୍ତି। ରାମ ଏକ ପୂଜନୀୟ ବ୍ୟକ୍ତିତ୍ୱ। ତାଙ୍କ ମହତ୍ତ୍ୱ କୌଣସି ଗୋଟିଏ…

ବାତ୍ୟା ଅକ୍ୱାନକୁ ନେଇ ୪ ଜିଲା ପାଇଁ ୪ ଆଇଏଏସ୍‌ଙ୍କୁ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୧୮ା୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ୪ଟି…

କାରକୁ ପିଟିଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ୪ ଖବରଦାତା

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସଡ଼କ ଦୁର୍ଘଟଣା ସାଧାରଣରେ ପରିଣତ ହୋଇଛି। ସୋମବାର ସହରସ୍ଥିତ ଗୁରୁଦ୍ୱାରା ଛକରେ ସଡ଼କ ଦୁର୍ଘଟଣାରେ ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ବୁଧବାର…

ଆଉ ମାତ୍ର ୩ ଉଇକେଟ୍‌… ବିଶ୍ୱରେକର୍ଡ କରିବେ ବୁମ୍‌ରା, ହାତରେ ଅଛି ସୁବର୍ଣ୍ଣ ସୁଯୋଗ

ଓ୍ବେଲିଂଟନ୍‌,୧୮।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୧୯ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୨୦୨୫-୨୭ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଦୃଷ୍ଟିରୁ…

ମହିଳା ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହ ପୁଅକୁ ଅପହରଣ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ଆଳି,୧୮ା୧୧(ବନମାଳୀ ସେନାପତି): ଆପାର୍ଟମେଣ୍ଟରୁ ମହିଳା ସ୍ବାସ୍ଥ୍ୟ କର୍ମଚାରୀ ଓ ତାଙ୍କ ୮ ବର୍ଷର ପୁଅକୁ ଅପହରଣ କରାଯାଇଥିବା ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଥାନାରେ ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?