ଆଲିଆ-ରଣବୀରଙ୍କ ମଧ୍ୟରୁ କିଏ ଅଧିକ ଧନୀ

ବଲିଉଡର ଲୋକପ୍ରିୟ ଯୋଡିମାନଙ୍କ ମଧ୍ୟରୁ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଅନ୍ୟତମ। ଉଭୟ ସେମାନଙ୍କ ଅଭିନୟ ଆଧାରରେ ଇଣ୍ଡଷ୍ଟ୍ରିର ଟପ ତାରକା ତାଲିକାରେ ଅଛନ୍ତି। ରୋଜଗାର ଦୃଷ୍ଟିରୁ ଏହି ଯୋଡି କାହାଠାରୁ କମ ନୁହଁନ୍ତି। ଯଦି ସଫଳତା ହାର ଦେଖାଯାଏ, ତେବେ ରଣବୀର କପୁରଙ୍କ ଅପେକ୍ଷା ଆଲିଆ ଅଧିକ ହିଟ ହୋଇଛନ୍ତି। ଦୁଇ ତାରକାଙ୍କ ମଧ୍ୟରେ କିଏ ଅଧିକ ଧନୀ ଜାଣନ୍ତୁ…
ରଣବୀର କପୁର ଜଣେ ମହାନ ଅଭିନେତା। ସେ ବକ୍ସ ଅଫିସରେ ଅନେକ ହିଟ ଦେଇଛନ୍ତି। ସେ ଏକ ଫିଲ୍ମ କରିବା ପାଇଁ ୧୮ ରୁ ୨୦କୋଟି ଟଙ୍କା ନିଅନ୍ତି। ରଣବୀରଙ୍କ ମୋଟ ସମ୍ପତ୍ତି ମୂଲ୍ୟ ୪୫ ମିଲିୟନ ଡଲାର ଅର୍ଥାତ୍‌ ୩୩୭ କୋଟି ଟଙ୍କା।
ଆଲିଆ ଭଟ୍ଟ ଖୁବ କମ ସମୟ ମଧ୍ୟରେ ବଲିଉଡରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଆଲିଆ ଭଟ୍ଟଙ୍କ ନିଟ ମୂଲ୍ୟ ହେଉଛି ୨୧.୭ ମିଲିୟନ ଅର୍ଥାତ୍‌ ୧୫୮ କୋଟି ଟଙ୍କା। ସେ ଏକ ଫିଲ୍ମପାଇଁ ଫି ଭାବରେ ୫ ରୁ ୮ କୋଟି ଚାର୍ଜ କରନ୍ତି । ଏହା ବ୍ୟତୀତ ସେ ବିଜ୍ଞାପନରୁ ମଧ୍ୟ ବହୁତ ରୋଜଗାର କରନ୍ତି।
ରଣବୀର କପୁରଙ୍କ ଅଭିନୀତ ‘ସଞ୍ଜୁ’ ଏକ ବ୍ଲକବଷ୍ଟର ବୋଲି ପ୍ରମାଣିତ ହୋଇଥିଲା। ଏହା ବ୍ୟତୀତ ତାଙ୍କର ‘ବର୍ଫି’, ‘ୟେ ଜୱାନୀ ହୈ ଦିୱାନି’ ବକ୍ସ ଅଫିସରେ ସୁପର ହିଟ ହୋଇଥିଲା। ଏଥି ସହିତ, ଆଲିଆ ଭଟ୍ଟଙ୍କ ଫିଲ୍ମ ‘ଗଲି ବଏ’, ‘ରାଜି’, ‘ଡିୟର୍‌ ଜିନ୍ଦେଗି’, ‘ବଦ୍ରିନାଥ କି ଦୁଲହାନିଆ’, ‘ହମ୍ପ୍ଟି ଶର୍ମା କି ଦୁଲହାନିଆ’ ଏବଂ ‘୩ ଷ୍ଟେଟ୍‌’ ସମାିଲ ଅଛି।
ୱାର୍କ ଫ୍ରଣ୍ଟରେ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ଦେଖିବାକୁ ମିଳିବ। ନିକଟରେ ଫିଲ୍ମର ମୋସନ ପୋଷ୍ଟର ରିଲିଜ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri