ପ୍ରେମରେ ପଡ଼ିଛନ୍ତି ଅର୍ଜୁନଙ୍କ ଭଉଣୀ ଅଂଶୁଳା! ଜାଣନ୍ତୁ କିଏ ସେହି ମିଷ୍ଟ୍ରି ମ୍ୟାନ୍‌…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର। ନିକଟରେ ତାଙ୍କୁ ଜଣେ ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ଦେଖାଯିବା ପରେ ଏଭଳି କିଛି ଚର୍ଚ୍ଚା ଜୋର ଧରିଛି। ସେ ହେଲେ ରୋହନ ଠକ୍କର। ପେସାରେ ସେ ଜଣେ ସ୍କ୍ରିନ୍‌ ରାଇଟର। ବଲିଉଡ୍‌ ଫିଲ୍ମରେ ସେ କାମ କରି ନ ଥିଲେ ବି ଅନ୍ୟ ଭାଷାର ବିଭିନ୍ନ ପ୍ରୋଜକ୍ଟରେ କାମ କରିଛନ୍ତି।

ଅଂଶୁଳାଙ୍କ ସହ ରୋହନଙ୍କ ସମ୍ପର୍କ ବିଷୟରେ କଥା ହେଲେ ଉଭୟ ଚଳିତ ବର୍ଷ ଆରମ୍ଭରୁ ଡେଟ୍‌ କରୁଥିବା କୁହାଯାଉଛି। ଉଭୟଙ୍କ ପରିବାର ଏହି ସମ୍ପର୍କ ବିଷୟରେ ଜାଣନ୍ତି। ପରସ୍ପର ସହ ସେମାନେ କ୍ୱାଲିଟି ଟାଇମ୍‌ ବିତାଉଛନ୍ତି। ଏହାର ଭିଡିଓ ଅଂଶୁଳା ସୋସିଆଲ ମିଡିଆରେ ମଧ୍ୟ ଛାଡ଼ୁଛନ୍ତି। ମାତ୍ର ଦୁହେଁ ଏଯାଏ ନିଜର ସମ୍ପର୍କକୁ ନେଇ ଆଧିକାରୀକ ଘୋଷଣା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପରେ ହେବ IND vs PAK ମ୍ୟାଚ୍; ସରେଣ୍ଡର କଲା ପାକିସ୍ତାନ, ଲାହୋରରେ ଲାଗିଲା ମୋହର

ନୂଆଦିଲ୍ଲୀ,୧୦।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ୍ ମ୍ୟାଚ୍ ଏବେ ଖେଳାଯିବ। ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ପୂର୍ବରୁ ୧୫ ଫେବୃଆରୀରେ କଲମ୍ବୋରେ…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri