କାନାଡା ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ

ଓଟ୍ଟାଓ୍ବା,୨୯।୧: କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଲିବେରାଲ ପାର୍ଟି ନେତ୍ରୀ ରୁବି ଢାଲା ରହିଛନ୍ତି। ଭାରତ ସହ ସମ୍ପର୍କ ବଢ଼ାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଜଣେ ବ୍ୟବସାୟୀ, ଚିକିତ୍ସକ ତଥା ୩ ଥର ପାର୍ଲାମେଣ୍ଟ ସଦସ୍ୟ ହୋଇଥିବା ରୁବିଙ୍କର କାନାଡା ଚ୍ୟାଲେଞ୍ଜଗୁଡ଼ିକୁ ଅତିକ୍ରମ କରିବା ଅଭିଜ୍ଞତା ରହିଥିବା ବିଶ୍ୱାସ କରୁଛନ୍ତି। କାନାଡା ଲୋକେ ବର୍ଦ୍ଧିତ ଗୃହ ନିର୍ମାଣ ଖର୍ଚ୍ଚ, ଅପରାଧ ବୃଦ୍ଧି, ଖାଦ୍ୟସାମଗ୍ରୀର ଦରଦାମ୍‌ ବୃଦ୍ଧି ଏବଂ ଆମେରିକା ଟାରିଫ୍‌ ଧମକ ଆଦିର ସମ୍ମୁଖୀନ ହୋଇଛନ୍ତି। ଟାରିଫ୍‌ ବଢ଼ିଲେ ଏହା କାନାଡା ଅର୍ଥନୀତି ଉପରେ ବଡ଼ ପ୍ରଭାବ ପକାଇବ। ୧୪ ବର୍ଷ ବୟସରୁ ଲିବେରାଲ ପାର୍ଟିରେ କାର୍ଯ୍ୟ କରିଆସୁଥିବା ରୁବି ଏହି ଦଳ ଓ କାନାଡାର ପୁନର୍ଗଠନ ଉପରେ ଜୋର୍‌ ଦେଇଛନ୍ତି। ତାଙ୍କର ସ୍ଲୋଗାନ ହେଉଛି ‘କାନାଡା ପୂର୍ବର ଗୌରବମୟ ସ୍ଥିତିକୁ ଫେରିବା ଏବେ ଆରମ୍ଭ ହେଲା’।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri