ଶେହବାଜ୍‌ ଶରିଫ୍‌ କିଏ

ଇସଲାମାବାଦ,୧୨ା୪: ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌)ର ଅଧ୍ୟକ୍ଷ ଶେହବାଜ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ଙ୍କ ଭାଇ। ଶେହବାଜ୍‌ ପାକିସ୍ତାନ ପଞ୍ଜାବ ପ୍ରଦେଶରେ ୩ ଥର(୧୯୯୭, ୨୦୦୮ ଏବଂ ୨୦୧୩) ତଥା ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଛନ୍ତି। ୧୯୯୭ରେ ସେ ପ୍ରଥମ ଥର ପଞ୍ଜାବରେ କ୍ଷମତାକୁ ଆସିଥିଲେ। ହେଲେ ୧୯୯୯ରେ ଜେନେରାଲ ପରଭେଜ୍‌ ମୁଶରଫ୍‌ ସେନା ବିଦ୍ରୋହ କରିବା ପରେ ଶେହବାଜ୍‌ଙ୍କୁ ପାକିସ୍ତାନ ଛାଡ଼ିବାକୁ ପଡ଼ିଥିଲା। ସେ ସାଉଦି ଆରବରେ ୮ ବର୍ଷ ରହିଥିଲେ।
ଭାଇ ନଓ୍ବାଜଙ୍କ ସହ ସେ ପାକିସ୍ତାନ ଫେରିଥିଲେ। ୨୦୦୮ ସାଧାରଣ ନିର୍ବାଚନ ପରେ ଶେହବାଜ୍‌ ପୁଣି ପଞ୍ଜାବ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୧୮ରେ ପିଏମ୍‌ଏଲ୍‌-ଏନ୍‌ ନିର୍ବାଚନରେ ପରାଜିତ ହୋଇଥିଲା। ପରେ ସେ ବିରୋଧୀ ଦଳ ନେତା ନିର୍ବାଚିତ ହୋଇଥିଲେ। ୨୦୧୯ ଡିସେମ୍ବରରେ ସେ ଆଇନଗତ ସମସ୍ୟାରେ ପଡ଼ିଥିଲେ। ମନି ଲଣ୍ଡରିଂ ମାମଲାରେ ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ (ଏନ୍‌ଏବି) ଶେହବାଜ ଓ ତାଙ୍କ ପୁଅଙ୍କ ୨୩ ସମ୍ପତ୍ତି ବାଜ୍ୟାପ୍ତ କରିଥିଲା। ୨୦୨୦ ସେପ୍ଟେମ୍ବର ୨୮ରେ ଏନ୍‌ଏବି ତାଙ୍କୁ ଗିରଫ କରିଥିଲା। ୨୦୨୧ ଏପ୍ରିଲରେ ଲାହୋର ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri